୩ ଯୋହନ 1:3 - ପବିତ୍ର ବାଇବଲ (CL) NT (BSI)3 ତୁମେ କିପରି ସତ୍ୟ ପ୍ରତି ବିଶ୍ୱସ୍ତ ରହିଛ ଏବଂ କିପରି ଜୀବନରେ ସବୁବେଳେ ସତ୍ୟ ଆଚରଣ କରୁଛ, ଏ କଥା କେତେଜଣ ଖ୍ରୀଷ୍ଟିୟାନ ଭାଇମାନଙ୍କଠାରୁ ଶୁଣି ଖୁସି ହେଲି। Viz kapitolaପବିତ୍ର ବାଇବଲ (Re-edited) - (BSI)3 କାରଣ ଭାଇମାନେ ଆସି ଯେତେବେଳେ ସତ୍ୟ ପ୍ରତି ତୁମ୍ଭର ନିଷ୍ଠାଭାବ, ଅର୍ଥାତ୍ ସତ୍ୟରେ ତୁମ୍ଭର ଆଚରଣ ବିଷୟରେ ସାକ୍ଷ୍ୟ ଦେଲେ, ସେତେବେଳେ ମୁଁ ବିଶେଷ ଆନନ୍ଦିତ ହେଲି। Viz kapitolaଓଡିଆ ବାଇବେଲ3 କାରଣ ଭାଇମାନେ ଆସି ଯେତେବେଳେ ସତ୍ୟ ପ୍ରତି ତୁମ୍ଭର ନିଷ୍ଠାଭାବ, ଅର୍ଥାତ୍ ସତ୍ୟରେ ତୁମ୍ଭର ଆଚରଣ ବିଷୟରେ ସାକ୍ଷ୍ୟ ଦେଲେ, ସେତେବେଳେ ମୁଁ ବିଶେଷ ଆନନ୍ଦିତ ହେଲି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ଭାଇମାନେ ଆସି ଯେତେବେଳେ ସତ୍ୟ ପ୍ରତି ତୁମ୍ଭର ନିଷ୍ଠାଭାବ, ଅର୍ଥାତ୍ ସତ୍ୟରେ ତୁମ୍ଭର ଆଚରଣ ବିଷୟରେ ସାକ୍ଷ୍ୟ ଦେଲେ, ସେତେବେଳେ ମୁଁ ବିଶେଷ ଆନନ୍ଦିତ ହେଲି। Viz kapitolaପବିତ୍ର ବାଇବଲ3 ଖ୍ରୀଷ୍ଟରେ କେତେକ ଭାଇମାନେ ଏଠାକୁ ଆସିଲେ ଓ ସତ୍ୟ ପ୍ରତି ତୁମ୍ଭର ବିଶ୍ୱସ୍ତତା ସମ୍ପର୍କରେ କହିଲେ। ସେମାନେ ମୋତେ କହିଲେ ଯେ ତୁମ୍ଭେ ଅବିରତ ସତ୍ୟ ପଥ ଅନୁସରଣ କରୁଛ। ଏହା ଶୁଣି ମୁଁ ଅତ୍ୟନ୍ତ ଆନନ୍ଦିତ ହେଲି। Viz kapitola |