ପ୍ରେରିତ 1:25 - ପବିତ୍ର ବାଇବଲ (CL) NT (BSI)25 ପ୍ରେରିତ ଶିଷ୍ୟ କାର୍ଯ୍ୟ କରିବ, ତାହା ଆମ୍ଭମାନଙ୍କୁ ଜଣାଅ।” Viz kapitolaପବିତ୍ର ବାଇବଲ (Re-edited) - (BSI)25 ସେହି ପଦ ଗ୍ରହଣ କରିବା ପାଇଁ ଏହି ଦୁଇ ଜଣଙ୍କ ମଧ୍ୟରୁ ତୁମ୍ଭେ କାହାକୁ ମନୋନୀତ କରିଅଛ, ତାହା ଦେଖାଇଦିଅ। Viz kapitolaଓଡିଆ ବାଇବେଲ25 ସେହି ପଦ ଗ୍ରହଣ କରିବା ପାଇଁ ଏହି ଦୁଇ ଜଣଙ୍କ ମଧ୍ୟରୁ ତୁମ୍ଭେ କାହାକୁ ମନୋନୀତ କରିଅଛ, ତାହା ଦେଖାଇଦିଅ ।" Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ସେହି ପ୍ରେରିତପଦ ଗ୍ରହଣ କରିବା ପାଇଁ ଏହି ଦୁଇ ଜଣଙ୍କ ମଧ୍ୟରୁ ତୁମ୍ଭେ କାହାକୁ ମନୋନୀତ କରିଅଛ, ତାହା ଦେଖାଇଦିଅ।” Viz kapitolaପବିତ୍ର ବାଇବଲ25 ସେହି ପଦରେ ପ୍ରେରିତ ହେବା ନିମନ୍ତେ ତୁମ୍ଭେ ଏହି ଦୁଇ ଜଣଙ୍କ ମଧ୍ୟରୁ କାହାକୁ ପସନ୍ଦ କରିଛ, ତାହା ଆମ୍ଭମାନଙ୍କୁ ଦେଖାଇଦିଅ।” Viz kapitola |