ପ୍ରେରିତ 1:6 - ପବିତ୍ର ବାଇବଲ (CL) NT (BSI)6 ଦିନେ ପ୍ରେରିତ ଶିଷ୍ୟମାନେ ଏକତ୍ର ଥିବାବେଳେ ଯୀଶୁଙ୍କୁ ପଚାରିଲେ, “ପ୍ରଭୁ, ଆପଣ କ’ଣ ବର୍ତ୍ତମାନ ଇଶ୍ରାୟେଲୀୟମାନଙ୍କୁ ସେମାନଙ୍କ ରାଜ୍ୟ ଫେରାଇ ଦେବେ?” Viz kapitolaପବିତ୍ର ବାଇବଲ (Re-edited) - (BSI)6 ଅତଏବ, ସେମାନେ ଏକତ୍ର ହୋଇ ତାହାଙ୍କୁ ପଚାରିବାକୁ ଲାଗିଲେ, ହେ ପ୍ରଭୁ, ଆପଣ କଅଣ ଏହି ସମୟରେ ଇସ୍ରାଏଲ ହସ୍ତରେ ପୁନର୍ବାର ରାଜ୍ୟଭାର ସମର୍ପଣ କରୁ ଅଛନ୍ତି? Viz kapitolaଓଡିଆ ବାଇବେଲ6 ଅତଏବ, ସେମାନେ ଏକତ୍ର ହୋଇ ତାହାଙ୍କୁ ପଚାରିବାକୁ ଲାଗିଲେ; "ହେ ପ୍ରଭୁ, ଆପଣ କଣ ଏହି ସମୟରେ ଇସ୍ରାଏଲ ହସ୍ତରେ ପୁନର୍ବାର ରାଜ୍ୟଭାର ସମର୍ପଣ କରୁଅଛନ୍ତି ?" Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଅତଏବ, ସେମାନେ ଏକତ୍ର ହୋଇ ତାହାଙ୍କୁ ପଚାରିବାକୁ ଲାଗିଲେ; “ହେ ପ୍ରଭୁ, ଆପଣ କଣ ଏହି ସମୟରେ ଇସ୍ରାଏଲ ହସ୍ତରେ ପୁନର୍ବାର ରାଜ୍ୟଭାର ସମର୍ପଣ କରୁଅଛନ୍ତି?” Viz kapitolaପବିତ୍ର ବାଇବଲ6 ପ୍ରେରିତମାନେ ଏକାଠି ହୋଇ ଯୀଶୁଙ୍କୁ ପଗ୍ଭରିଲେ, “ପ୍ରଭୁ, ଆପଣ ଇସ୍ରାଏଲମାନଙ୍କୁ ସେମାନଙ୍କର ରାଜ୍ୟ ଏହି ସମୟରେ ପୁନର୍ବାର ଦେଉଅଛନ୍ତି କି?” Viz kapitola |