ପ୍ରେରିତ 10:17 - ପବିତ୍ର ବାଇବଲ (CL) NT (BSI)17 ପିତର ତାଙ୍କ ଦର୍ଶନର କଥା ଭାବି ଆଶ୍ଚର୍ଯ୍ୟ ହେଲେ। ଏହି ସମୟରେ, କର୍ଣ୍ଣୀଲିୟ ଯେଉଁମାନଙ୍କୁ ପଠାଇଥିଲେ, ସେମାନେ ଶିମୋନଙ୍କ ଘରର ସନ୍ଧାନ ପାଇ ଫାଟକ ପାଖରେ ଠିଆ ହୋଇଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ପିତର ଯେଉଁ ଦର୍ଶନ ପାଇଥିଲେ, ସେଥିର ଅର୍ଥ କଅଣ, ତାହା ଭାବି ସେ ହତବୁଦ୍ଧି ହେଉଥିବା ସମୟରେ, ଦେଖ, କର୍ଣ୍ଣିଲୀୟଙ୍କ ପ୍ରେରିତ ଲୋକମାନେ ଶିମୋନଙ୍କ ଗୃହର ଅନୁସନ୍ଧାନ କରି ଦ୍ଵାର ନିକଟରେ ଠିଆ ହୋଇ, Viz kapitolaଓଡିଆ ବାଇବେଲ17 ପିତର ଯେଉଁ ଦର୍ଶନ ପାଇଥିଲେ, ସେଥିର ଅର୍ଥ କ'ଣ, ତାହା ଭାବି ସେ ଅବାକ୍ ହେଉଥିବା ସମୟରେ, ଦେଖ, କର୍ଣ୍ଣିଲୀୟଙ୍କ ପ୍ରେରିତ ଲୋକମାନେ ଶିମୋନଙ୍କ ଗୃହର ଅନୁସନ୍ଧାନ କରି ଦ୍ୱାର ନିକଟରେ ଠିଆ ହୋଇ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପିତର ଯେଉଁ ଦର୍ଶନ ପାଇଥିଲେ, ସେଥିର ଅର୍ଥ କଅଣ, ତାହା ଭାବି ସେ ଅବାକ୍ ହେଉଥିବା ସମୟରେ, ଦେଖ, କର୍ଣ୍ଣିଲୀୟଙ୍କ ପ୍ରେରିତ ଲୋକମାନେ ଶିମୋନଙ୍କ ଗୃହର ଅନୁସନ୍ଧାନ କରି ଦ୍ୱାର ନିକଟରେ ଠିଆ ହୋଇ, Viz kapitolaପବିତ୍ର ବାଇବଲ17 ପିତର ଯେଉଁ ଦୃଶ୍ୟ ଦେଖିଥିଲେ, ତା'ର ଅର୍ଥ ବିଷୟରେ ଚିନ୍ତା କରି ହତବୁଦ୍ଧି ହୋଇ ପଡ଼ିଲେ। ଏହି ସମୟରେ କର୍ଣ୍ଣୀଲିୟଙ୍କ ଯେଉଁ ଲୋକମାନେ ଶିମୋନଙ୍କର ଘର ଖୋଜୁଥିଲେ, ସେମାନେ ଆସି ଫାଟକ ନିକଟରେ ଠିଆ ହୋଇଥିଲେ। Viz kapitola |