ପ୍ରେରିତ 11:18 - ପବିତ୍ର ବାଇବଲ (CL) NT (BSI)18 ସେମାନେ ଏହା ଶୁଣିବା ପରେ ଆଉ ସମାଲୋଚନା ନ କରି ଈଶ୍ୱରଙ୍କ ପ୍ରଶଂସା କରି କହିଲେ, “ତା’ ହେଲେ ଈଶ୍ୱର ଅଣଇହୁଦୀମାନଙ୍କୁ ମଧ୍ୟ ଅନୁତାପ କରିବାକୁ ଓ ବଞ୍ଚିବା ପାଇଁ ସୁଯୋଗ ଦେଇଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ଏହି ସମସ୍ତ କଥା ଶୁଣିବାରୁ ସେମାନେ ନିରୁତ୍ତର ହେଲେ ଓ ଈଶ୍ଵରଙ୍କର ପ୍ରଶଂସା କରି କହିଲେ, ତେବେ ଈଶ୍ଵର ବିଜାତିମାନଙ୍କୁ ମଧ୍ୟ ଜୀବନପ୍ରାପ୍ତି ନିମନ୍ତେ ମନ ପରିବର୍ତ୍ତନ ଦାନ କରିଅଛନ୍ତି। Viz kapitolaଓଡିଆ ବାଇବେଲ18 ଏହି ସମସ୍ତ କଥା ଶୁଣିବାରୁ ସେମାନେ ନିରୁତ୍ତର ହେଲେ ଓ ଈଶ୍ୱରଙ୍କର ପ୍ରଶଂସା କରି କହିଲେ, ତେବେ ଈଶ୍ୱର ଅଣଯିହୂଦୀମାନଙ୍କୁ ମଧ୍ୟ ଜୀବନପ୍ରାପ୍ତି ନିମନ୍ତେ ମନ ପରିବର୍ତ୍ତନ ଦାନ କରିଅଛନ୍ତି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏହି ସମସ୍ତ କଥା ଶୁଣିବାରୁ ସେମାନେ ନିରୁତ୍ତର ହେଲେ ଓ ଈଶ୍ବରଙ୍କର ପ୍ରଶଂସା କରି କହିଲେ, ତେବେ ଈଶ୍ବର ଅଣଯିହୁଦୀମାନଙ୍କୁ ମଧ୍ୟ ଜୀବନପ୍ରାପ୍ତି ନିମନ୍ତେ ମନ-ପରିବର୍ତ୍ତନ ଦାନ କରିଅଛନ୍ତି। Viz kapitolaପବିତ୍ର ବାଇବଲ18 ଯିହୂଦୀୟ ବିଶ୍ୱାସୀମାନେ ଏ କଥା ଶୁଣି ଆଉ ଯୁକ୍ତିତର୍କ କଲେ ନାହିଁ। ସେମାନେ ପରମେଶ୍ୱରଙ୍କର ପ୍ରଶଂସା କଲେ, ପୁଣି କହିଲେ, “ଏହାର ଅର୍ଥ ଯେ, ପରମେଶ୍ୱର ଆମ୍ଭପରି ଅନ୍ୟ ଜାତିର ଲୋକମାନଙ୍କୁ ମଧ୍ୟ ଅନୁତାପ କରି ପ୍ରକୃତ ଜୀବନର ଅଧିକାରୀ ହେବା ନିମନ୍ତେ ସୁଯୋଗ ଦେଇଛନ୍ତି।” Viz kapitola |