ପ୍ରେରିତ 11:28 - ପବିତ୍ର ବାଇବଲ (CL) NT (BSI)28 ସେମାନଙ୍କ ମଧ୍ୟରୁ ଆଗାବ ନାମକ ଜଣେ ଲୋକ ଆତ୍ମାଙ୍କ ଶକ୍ତିରେ ପୂର୍ଣ୍ଣ ହୋଇ ସମଗ୍ର ପୃଥିବୀରେ ଏକ ଭୟଙ୍କର ଦୁର୍ଭିକ୍ଷ ହେବ ବୋଲି ଭବିଷ୍ୟ ବାଣୀ ଶୁଣାଇଲେ। (ସମ୍ରାଟ କ୍ଳଡିୟସ୍ଙ୍କ ସମୟରେ ଏହା ଘଟିଥିଲା।) Viz kapitolaପବିତ୍ର ବାଇବଲ (Re-edited) - (BSI)28 ସେମାନଙ୍କ ମଧ୍ୟରୁ ଆଗାବ ନାମକ ଜଣେ ବ୍ୟକ୍ତି ଉଠି ସମୁଦାୟ ପୃଥିବୀରେ ମହା ଦୁର୍ଭିକ୍ଷ ପଡ଼ିବ ବୋଲି ଆତ୍ମାଙ୍କ ଦ୍ଵାରା ଜଣାଇଲେ; ତାହା କ୍ଲାଉଦିଅଙ୍କ ସମୟରେ ଘଟିଲା। Viz kapitolaଓଡିଆ ବାଇବେଲ28 ସେମାନଙ୍କ ମଧ୍ୟରୁ ଆଗାବ ନାମକ ଜଣେ ବ୍ୟକ୍ତି ଉଠି ସମୁଦାୟ ପୃଥିବୀରେ ମହାଦୁର୍ଭିକ୍ଷ ପଡ଼ିବ ବୋଲି ଆତ୍ମାଙ୍କ ଦ୍ୱାରା ଜଣାଇଲେ; ତାହା କ୍ଲାଉଦିଅଙ୍କ ସମୟରେ ଘଟିଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ସେମାନଙ୍କ ମଧ୍ୟରୁ ଆଗାବ ନାମକ ଜଣେ ବ୍ୟକ୍ତି ଉଠି ସମୁଦାୟ ପୃଥିବୀରେ ମହାଦୁର୍ଭିକ୍ଷ ପଡ଼ିବ ବୋଲି ଆତ୍ମାଙ୍କ ଦ୍ୱାରା ଜଣାଇଲେ; ତାହା କ୍ଲାଉଦିଅଙ୍କ ସମୟରେ ଘଟିଲା। Viz kapitolaପବିତ୍ର ବାଇବଲ28 ସେମାନଙ୍କ ମଧ୍ୟରେ ଆଗାବ ନାମକ ଜଣେ ଭାବବାଦୀ ଥିଲେ। ସେ ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇ ଭବିଷ୍ୟଦ୍ବାଣୀ କହିଲେ, “ଏ ସମଗ୍ର ପୃଥିବୀରେ ମହାଦୁର୍ଭିକ୍ଷ ପଡ଼ିବ, ସେହି ସମୟରେ ଲୋକମାନେ କିଛି ଖାଇବାକୁ ପାଇବେ ନାହିଁ।” ଏହି ଦୁର୍ଭିକ୍ଷ କ୍ଳାଉଦିଅ କାଇସରଙ୍କ ସମୟରେ ପଡ଼ିଥିଲା। Viz kapitola |