ପ୍ରେରିତ 11:29 - ପବିତ୍ର ବାଇବଲ (CL) NT (BSI)29 ଶିଷ୍ୟମାନେ ଯିହୁଦାରେ ବାସ କରୁଥିବା ବିଶ୍ୱାସୀ ଭାଇମାନଙ୍କ ପାଖକୁ ସେମାନଙ୍କ ସାଧ୍ୟାନୁଯାୟୀ ସାହାଯ୍ୟ ପଠାଇବେ ବୋଲି ସ୍ଥିର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ସେଥିରେ ଶିଷ୍ୟମାନେ ପ୍ରତ୍ୟେକ ଜଣ ଆପଣା ଶକ୍ତି ଅନୁସାରେ ଯିହୁଦା ପ୍ରଦେଶ ନିବାସୀ ଭାଇମାନଙ୍କ ନିମନ୍ତେ ସାହାଯ୍ୟ ପ୍ରେରଣ କରିବାକୁ ସ୍ଥିର କଲେ, Viz kapitolaଓଡିଆ ବାଇବେଲ29 ସେଥିରେ ଶିଷ୍ୟମାନେ ପ୍ରତ୍ୟେକ ଜଣ ଆପଣା ଶକ୍ତି ଅନୁସାରେ ଯିହୂଦା ପ୍ରଦେଶ ନିବାସୀ ଭାଇମାନଙ୍କ ନିମନ୍ତେ ସାହାଯ୍ୟ ପ୍ରେରଣ କରିବାକୁ ସ୍ଥିର କଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ସେଥିରେ ଶିଷ୍ୟମାନେ ପ୍ରତ୍ୟେକ ଜଣ ଆପଣା ଶକ୍ତି ଅନୁସାରେ ଯିହୂଦିୟା ପ୍ରଦେଶ ନିବାସୀ ଭାଇମାନଙ୍କ ନିମନ୍ତେ ସାହାଯ୍ୟ ପ୍ରେରଣ କରିବାକୁ ସ୍ଥିର କଲେ, Viz kapitolaପବିତ୍ର ବାଇବଲ29 ସେଥିପାଇଁ ବିଶ୍ୱାସୀମାନେ ସ୍ଥିର କଲେ ଯେ, ସେମାନେ ଯଥାଶକ୍ତି ସାହାଯ୍ୟ ପାଠାଇବେ। ପ୍ରତ୍ୟେକ ବିଶ୍ୱାସୀ ନିଜର ସାଧ୍ୟମତେ ସାହାଯ୍ୟ ଦେବା ପାଇଁ ଯୋଜନା କଲେ। Viz kapitola |