ପ୍ରେରିତ 12:12 - ପବିତ୍ର ବାଇବଲ (CL) NT (BSI)12 ନିଜର ପରିସ୍ଥିତି ସମ୍ପର୍କରେ ସଚେତନ ହୋଇ ସେ ଯୋହନ ଓ ମାର୍କଙ୍କ ମାତା ମରିୟମଙ୍କ ଗୃହକୁ ଗଲେ। ସେଠାରେ ଅନେକ ଲୋକ ଏକତ୍ରିତ ହୋଇ ପ୍ରାର୍ଥନା କରୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ସେ ଏହି କଥା ଆଲୋଚନା କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କ ମାତା ମରୀୟମଙ୍କ ଗୃହକୁ ଆସିଲେ; ସେହି ସ୍ଥାନରେ ଅନେକେ ଏକତ୍ରିତ ହୋଇ ପ୍ରାର୍ଥନା କରୁଥିଲେ। Viz kapitolaଓଡିଆ ବାଇବେଲ12 ସେ ଏହି କଥା ଆଲୋଚନା କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କ ମାତା ମରିୟମଙ୍କ ଗୃହକୁ ଆସିଲେ; ସେହି ସ୍ଥାନରେ ଅନେକେ ଏକତ୍ରିତ ହୋଇ ପ୍ରାର୍ଥନା କରୁଥିଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେ ଏହି କଥା ଆଲୋଚନା କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କ ମାତା ମରୀୟମଙ୍କ ଗୃହକୁ ଆସିଲେ; ସେହି ସ୍ଥାନରେ ଅନେକେ ଏକତ୍ରିତ ହୋଇ ପ୍ରାର୍ଥନା କରୁଥିଲେ। Viz kapitolaପବିତ୍ର ବାଇବଲ12 ଏହା ଅନୁଭବ କଲାପରେ, ସେ ଯୋହନଙ୍କ ମାତା ମରିୟମଙ୍କ ଘରକୁ ଗଲେ। ଯୋହନଙ୍କୁ ମାର୍କ ମଧ୍ୟ କୁହା ଯାଉଥିଲା। ସେଠାରେ ଅନେକ ଲୋକ ଏକାଠି ହୋଇ ପ୍ରାର୍ଥନା କରୁଥିଲେ। Viz kapitola |