ପ୍ରେରିତ 12:18 - ପବିତ୍ର ବାଇବଲ (CL) NT (BSI)18 ସକାଳ ହେବା ପରେ ପିତର କୁଆଡ଼େ ଗଲେ ବୋଲି ପ୍ରହରୀମାନଙ୍କ ଭିତରେ ଭାଳେଣି ପଡ଼ିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)18 ସକାଳ ହେବା ପରେ ପିତର କୁଆଡ଼େ ଗଲେ ବୋଲି ସୈନ୍ୟମାନଙ୍କ ମଧ୍ୟରେ ବଡ଼ ଚହଳ ପଡ଼ିଗଲା। Viz kapitolaଓଡିଆ ବାଇବେଲ18 ସକାଳ ହେବା ପରେ ପିତର କୁଆଡ଼େ ଗଲେ ବୋଲି ସୈନ୍ୟମାନଙ୍କ ମଧ୍ୟରେ ବଡ଼ ଚହଳ ପଡ଼ିଗଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସକାଳ ହେବା ପରେ ପିତର କୁଆଡ଼େ ଗଲେ ବୋଲି ସୈନ୍ୟମାନଙ୍କ ମଧ୍ୟରେ ବଡ଼ ଚହଳ ପଡ଼ିଗଲା। Viz kapitolaପବିତ୍ର ବାଇବଲ18 ତହିଁ ଆରଦିନ ସକାଳ ହେବାରୁ ସୈନ୍ୟମାନେ ଅତି ବିବ୍ରତ ହୋଇଗଲେ। ପିତରଙ୍କ ପ୍ରତି କ’ଣ ଘଟିଥିବ, ଏହା ଭାବି ସେମାନେ ଚିନ୍ତିତ ହୋଇପଡ଼ିଲେ। Viz kapitola |