ପ୍ରେରିତ 12:5 - ପବିତ୍ର ବାଇବଲ (CL) NT (BSI)5 ପିତର କାରାଗାରରେ ଥିବାବେଳେ ମଣ୍ଡଳୀର ଲୋକମାନେ ଏକାଗ୍ର ଚିତ୍ତରେ ତାଙ୍କ ପାଇଁ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଅତଏବ, ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାଙ୍କ ନିମନ୍ତେ ମଣ୍ତଳୀ ଦ୍ଵାରା ଏକାଗ୍ର ଭାବରେ ଈଶ୍ଵରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା। Viz kapitolaଓଡିଆ ବାଇବେଲ5 ଅତଏବ ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାହାଙ୍କ ନିମନ୍ତେ ମଣ୍ଡଳୀ ଦ୍ୱାରା ଏକାଗ୍ର ଭାବରେ ଈଶ୍ୱରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଅତଏବ ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାହାଙ୍କ ନିମନ୍ତେ ମଣ୍ଡଳୀ ଦ୍ୱାରା ଏକାଗ୍ରଭାବେ ଈଶ୍ବରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା। Viz kapitolaପବିତ୍ର ବାଇବଲ5 ତେଣୁ ପିତର କାରାଗାରରେ ବନ୍ଦୀ ହୋଇ ରହିଲେ। ତାହାଙ୍କ ପାଇଁ ମଣ୍ଡଳୀର ସମସ୍ତେ ପରମେଶ୍ୱରଙ୍କ ନିକଟରେ ନୀରବଚ୍ଛିନ୍ନ ଭାବରେ ପ୍ରାର୍ଥନା କଲେ। Viz kapitola |