ପ୍ରେରିତ 12:7 - ପବିତ୍ର ବାଇବଲ (CL) NT (BSI)7 ହଠାତ୍ ପ୍ରଭୁଙ୍କର ଜଣେ ଦୂତ ଆସି ଠିଆ ହେଲେ ଓ କୋଠରୀଟି ଆଲୋକରେ ଉଦ୍ଭାସିତ ହେଲା। ସ୍ୱର୍ଗଦୂତ ପିତରଙ୍କ କାନ୍ଧକୁ ହଲାଇ ତାଙ୍କୁ ନିଦରୁ ଉଠାଇ କହିଲେ, “ଶୀଘ୍ର ଉଠ!” ସଙ୍ଗେ ସଙ୍ଗେ ପିତରଙ୍କ ହାତରେ ବନ୍ଧା ଯାଇଥିବା ଜଞ୍ଜିର ଖସି ପଡ଼ିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାଙ୍କୁ ଜଗାଇ କହିଲେ, ଶୀଘ୍ର ଉଠ। ସେଥିରେ ତାଙ୍କ ହାତରୁ ଜଞ୍ଜିର ଖସିପଡ଼ିଲା। Viz kapitolaଓଡିଆ ବାଇବେଲ7 ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି, କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାହାଙ୍କୁ ଉଠାଇ କହିଲେ, ଶୀଘ୍ର ଉଠ । ସେଥିରେ ତାହାଙ୍କ ହାତରୁ ଶିକୁଳି ଖସିପଡ଼ିଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି, କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାହାଙ୍କୁ ଉଠାଇ କହିଲେ, ଶୀଘ୍ର ଉଠ। ସେଥିରେ ତାହାଙ୍କ ହାତରୁ ଜଞ୍ଜିର ଖସିପଡ଼ିଲା। Viz kapitolaପବିତ୍ର ବାଇବଲ7 ହଠାତ୍ ପ୍ରଭୁଙ୍କର ଜଣେ ଦୂତ ଆସି ସେଠାରେ ଉଭା ହେଲେ। କୋଠରିଟି ଉଜ୍ଜ୍ୱଳ ଆଲୋକରେ ଆଲୋକିତ ହୋଇଗଲା। ସେ ପିତରଙ୍କୁ ହଲେଇ ଦେଇ କହିଲେ, “ଶୀଘ୍ର ଉଠ।” ସେହି ସମୟରେ ତାହାଙ୍କ ହାତରୁ ସବୁ ଶିକୁଳି ଖସିପଡ଼ିଲା। Viz kapitola |