ପ୍ରେରିତ 12:9 - ପବିତ୍ର ବାଇବଲ (CL) NT (BSI)9 ସ୍ୱର୍ଗଦୂତ ଯାହା କରୁଥିଲେ, ତାହା ଏକ ବାସ୍ତବ ଘଟଣା କି ନୁହେଁ, ପିତର ଜାଣିପାରିଲେ ନାହିଁ। ସେ ସ୍ୱପ୍ନ ଦେଖୁଛନ୍ତି ବୋଲି ଭାବିଲେ। ତଥାପି ପିତର କାରାଗାରରୁ ବାହାରି ସ୍ୱର୍ଗଦୂତଙ୍କୁ ଅନୁସରଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ସେ ବାହାରି ତାହାଙ୍କ ପଛେ ପଛେ ଗଲେ; କିନ୍ତୁ ଦୂତଙ୍କ ଦ୍ଵାରା ଯାହା କରାଗଲା, ତାହା ଯେ ପ୍ରକୃତ, ସେ ତାହା ନ ବୁଝି ଦର୍ଶନ ଦେଖୁଅଛନ୍ତି ବୋଲି ମନେ କରୁଥିଲେ। Viz kapitolaଓଡିଆ ବାଇବେଲ9 ସେ ବାହାରି ତାହାଙ୍କ ପଛେ ପଛେ ଗଲେ; କିନ୍ତୁ ଦୂତଙ୍କ ଦ୍ୱାରା ଯାହା କରାଗଲା, ତାହା ଯେ ପ୍ରକୃତ, ସେ ତାହା ନ ବୁଝି ଦର୍ଶନ ଦେଖୁଅଛନ୍ତି ବୋଲି ମନେ କରୁଥିଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେ ବାହାରି ତାହାଙ୍କ ପଛେ ପଛେ ଗଲେ; କିନ୍ତୁ ଦୂତଙ୍କ ଦ୍ୱାରା ଯାହା କରାଗଲା, ତାହା ଯେ ପ୍ରକୃତ, ସେ ତାହା ନ ବୁଝି ଦର୍ଶନ ଦେଖୁଅଛନ୍ତି ବୋଲି ମନେ କରୁଥିଲେ। Viz kapitolaପବିତ୍ର ବାଇବଲ9 ପିତର ତାହାଙ୍କୁ ଅନୁସରଣ କଲେ। ସ୍ୱର୍ଗଦୂତ ଯେ ପ୍ରକୃତରେ ଏହି ଘଟଣାଟି ଘଟାଉଛନ୍ତି ଏହା ପିତର ଅନୁଭବ କରି ପାରିଲେ ନାହିଁ। ସେ ଭାବୁଥିଲେ ଯେ, ସେ ଏକ ଦର୍ଶନ ଦେଖୁଅଛନ୍ତି। Viz kapitola |