ପ୍ରେରିତ 13:14 - ପବିତ୍ର ବାଇବଲ (CL) NT (BSI)14 ସେମାନେ ପର୍ଗାରୁ ଯାଇ ପିସିଦଆର ଆଣ୍ଟିୟୋଖରେ ପହଞ୍ôଚଲେ ଓ ବିଶ୍ରାମବାର ଦିନ ଉପାସନା ଗୃହରେ ଯାଇ ବସିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ସେମାନେ ପର୍ଗୀଠାରୁ ଯାତ୍ରା କରି ପିସିଦିଆର ଆନ୍ତିୟଖିଆରେ ପହଞ୍ଚିଲେ, ଆଉ ବିଶ୍ରାମବାରରେ ସମାଜଗୃହକୁ ଯାଇ ବସିଲେ। Viz kapitolaଓଡିଆ ବାଇବେଲ14 ସେମାନେ ପର୍ଗୀଠାରେ ଯାତ୍ରା କରି ପିସିଦିଆର ଆନ୍ତିୟଖିଆରେ ପହଞ୍ଚିଲେ, ଆଉ ବିଶ୍ରାମବାରରେ ସମାଜଗୃହକୁ ଯାଇ ବସିଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେମାନେ ପର୍ଗୀଠାରୁ ଯାତ୍ରା କରି ପିସିଦିଆ ଦେଶରେ ଆନ୍ତିୟଖିଆ ସହରରେ ପହଞ୍ଚିଲେ, ଆଉ ବିଶ୍ରାମବାର ଦିନରେ ସମାଜଗୃହକୁ ଯାଇ ବସିଲେ। Viz kapitolaପବିତ୍ର ବାଇବଲ14 ସେମାନେ ପର୍ଗିରୁ ଯାତ୍ରା କରି ପିସିଦିଆର ଆନ୍ତିୟଖିଆ ନଗରରେ ଆସି ପହଞ୍ଚିଲେ। ଆନ୍ତିୟଖିଆରେ ବିଶ୍ରାମ ଦିନରେ ସେମାନେ ଯିହୂଦୀମାନଙ୍କର ସମାଜଗୃହରେ ଯାଇ ବସିଲେ। Viz kapitola |