ପ୍ରେରିତ 13:20 - ପବିତ୍ର ବାଇବଲ (CL) NT (BSI)20 ପ୍ରାୟ ଚାରି ଶହ ପଚାଶ ବର୍ଷ ଭିତରେ ଏହିସବୁ ଘଟଣା ଘଟିଗଲା। “ଏହା ପରେ ଶାମୁଏଲ ଭାବବାଦୀଙ୍କ ସମୟ ପର୍ଯ୍ୟନ୍ତ ଈଶ୍ୱର ସେମାନଙ୍କ ଉପରେ ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଏଥିଉତ୍ତାରେ ଭାବବାଦୀ ଶାମୁୟେଲଙ୍କ ପର୍ଯ୍ୟନ୍ତ ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ। Viz kapitolaଓଡିଆ ବାଇବେଲ20 ଏଥିଉତ୍ତାରେ ଭାବବାଦୀ ଶାମୁଏଲଙ୍କ ପର୍ଯ୍ୟନ୍ତ ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିଉତ୍ତାରେ ଭାବବାଦୀ ଶାମୁୟେଲଙ୍କ ପର୍ଯ୍ୟନ୍ତ ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ। Viz kapitolaପବିତ୍ର ବାଇବଲ20 ଏହିସବୁ ଦେଶ ଉତ୍ତରାଧିକାରୀ ଭାବରେ ଦେଲେ ଓ ଏହା 450 ବର୍ଷ ପର୍ଯ୍ୟନ୍ତ ସେମାନେ ଅଧିକାର କଲେ। “ତା'ପରେ ସେ ସେମାନଙ୍କୁ ଭବିଷ୍ୟଦ୍ବକ୍ତା ଶାମୁୟେଲଙ୍କ ସମୟ ପର୍ଯ୍ୟନ୍ତ ବିଗ୍ଭର କର୍ତ୍ତାମାନଙ୍କୁ ଦେଲେ। Viz kapitola |