ପ୍ରେରିତ 13:24 - ପବିତ୍ର ବାଇବଲ (CL) NT (BSI)24 ଯୀଶୁ ତାଙ୍କ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ଯୋହନ ଇଶ୍ରାଏଲର ସମସ୍ତ ଲୋକଙ୍କ ନିକଟରେ ପ୍ରଚାର କରି କହିଲେ, ସେମାନଙ୍କୁ ପାପରୁ ମନ ଫେରାଇ ଜଳଦୀକ୍ଷା ନେବାକୁ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ତାହାଙ୍କ ଆଗମନ ପୂର୍ବେ ଯୋହନ ସମସ୍ତ ଇସ୍ରାଏଲ ଲୋକଙ୍କ ନିକଟରେ ପ୍ରଥମରେ ମନ ପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିଥିଲେ; Viz kapitolaଓଡିଆ ବାଇବେଲ24 ତାହାଙ୍କ ଆଗମନ ପୂର୍ବେ ଯୋହନ ସମସ୍ତ ଇସ୍ରାଏଲ ଲୋକଙ୍କ ନିକଟରେ ପ୍ରଥମରେ ମନପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିଥିଲେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତାହାଙ୍କ ଆଗମନ ପୂର୍ବେ ଯୋହନ ସମସ୍ତ ଇସ୍ରାଏଲ ଲୋକଙ୍କ ନିକଟରେ ପ୍ରଥମରେ ମନ-ପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିଥିଲେ; Viz kapitolaପବିତ୍ର ବାଇବଲ24 ତାହାଙ୍କ ଆସିବା ପୂର୍ବରୁ ଯୋହନ ଇସ୍ରାଏଲର ସମସ୍ତ ଲୋକମାନଙ୍କୁ ପ୍ରଗ୍ଭର କରି କହିଥିଲେ ଯେ, ସେମାନଙ୍କ ଜୀବନରେ ପରିବର୍ତ୍ତନ ହୋଇ ଥିବାର ଚିହ୍ନ ସ୍ୱରୁପ ସେମାନେ ବାପ୍ତିସ୍ମ ନେବା ଆବଶ୍ୟକ। Viz kapitola |