ପ୍ରେରିତ 13:31 - ପବିତ୍ର ବାଇବଲ (CL) NT (BSI)31 ଅନେକ ଦିନ ପର୍ଯ୍ୟନ୍ତ ତାଙ୍କ ସହିତ ଗାଲିଲୀରୁ ଯିରୂଶାଲମକୁ ଯିବା ଆସିବା କରୁଥିବା ଲୋକମାନଙ୍କୁ ସେ ଦେଖାଦେଲେ। ବର୍ତ୍ତମାନ ସେମାନେ ଇଶ୍ରାଏଲ ଲୋକମାନଙ୍କ ନିକଟରେ ତାଙ୍କ ସାକ୍ଷୀ ଅଟନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)31 ପୁଣି, ଯେଉଁମାନେ ତାହାଙ୍କ ସହିତ ଗାଲିଲୀରୁ ଯିରୂଶାଲମକୁ ଆସିଥିଲେ, ସେମାନେ ଅନେକ ଦିନ ପର୍ଯ୍ୟନ୍ତ ତାହାଙ୍କ ଦର୍ଶନ ପାଇଲେ; ସେମାନେ ବର୍ତ୍ତମାନ ଲୋକମାନଙ୍କ ନିକଟରେ ତାହାଙ୍କର ସାକ୍ଷୀ। Viz kapitolaଓଡିଆ ବାଇବେଲ31 ପୁଣି, ଯେଉଁମାନେ ତାହାଙ୍କ ସହିତ ଗାଲିଲୀରୁ ଯିରୂଶାଲମକୁ ଆସିଥିଲେ, ସେମାନେ ଅନେକ ଦିନ ପର୍ଯ୍ୟନ୍ତ ତାହାଙ୍କ ଦର୍ଶନ ପାଇଲେ; ସେମାନେ ବର୍ତ୍ତମାନ ଲୋକମାନଙ୍କ ନିକଟରେ ତାହାଙ୍କର ସାକ୍ଷୀ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ପୁଣି, ଯେଉଁମାନେ ତାହାଙ୍କ ସହିତ ଗାଲିଲୀରୁ ଯିରୂଶାଲମ ସହରକୁ ଆସିଥିଲେ, ସେମାନେ ଅନେକ ଦିନ ପର୍ଯ୍ୟନ୍ତ ତାହାଙ୍କ ଦର୍ଶନ ପାଇଲେ; ସେମାନେ ବର୍ତ୍ତମାନ ଲୋକମାନଙ୍କ ନିକଟରେ ତାହାଙ୍କର ସାକ୍ଷୀ। Viz kapitolaପବିତ୍ର ବାଇବଲ31 “ସେ ତାହାଙ୍କ ସହିତ ଗାଲିଲୀରୁ ଯିରୁଶାଲମକୁ ଆସିଥିବା ଲୋକମାନଙ୍କୁ ବହୁତ ଦିନ ପର୍ଯ୍ୟନ୍ତ ଦର୍ଶନ ଦେଲେ। ସେମାନେ ଲୋକମାନଙ୍କ ଆଗରେ ଏବେ ତାହାଙ୍କର ସାକ୍ଷୀ ଅଟନ୍ତି। Viz kapitola |