Online Bible

- Reklamy -




ପ୍ରେରିତ 13:32 - ପବିତ୍ର ବାଇବଲ (CL) NT (BSI)

32-33 ପୁଣି ଆମେ ଏଠାରେ ତୁମ୍ଭମାନଙ୍କୁ ଏହି ଶୁଭବାର୍ତ୍ତା ଜଣାଇବା ପାଇଁ ଉପସ୍ଥିତ। ଈଶ୍ୱର ଆମ ପୂର୍ବପୁରୁଷମାନଙ୍କୁ ଯେଉଁ ପ୍ରତିଜ୍ଞା କରିଥିଲେ, ସେ ତାହା ରକ୍ଷା କରିଛନ୍ତି। ସେମାନଙ୍କ ବଂଶଧର ଆମ ପାଇଁ ଯୀଶୁଙ୍କୁ ପୁନର୍ଜୀବିତ କରିବା ଦ୍ୱାରା ସେ ତାହା ସାଧନ କରିଛନ୍ତି। ଗୀତସଂହିତାର ଦ୍ୱିତୀୟ ଗୀତରେ ଏ କଥାକୁ ଉପଲକ୍ଷ୍ୟ କରି ଲେଖାଯାଇଛି: ‘ତୁମେ ମୋର ପୁତ୍ର, ଆଜି ମୁଁ ତୁମର ପିତା ହୋଇଛି’

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ଆଉ, ପିତୃପୁରୁଷମାନଙ୍କ ନିକଟରେ କୃତ ପ୍ରତିଜ୍ଞା ବିଷୟରେ ଆମ୍ଭେମାନେ ଆପଣମାନଙ୍କୁ ଏହି ସୁସମାଚାର ଜଣାଉଅଛୁ ଯେ,

Viz kapitola kopírovat

ଓଡିଆ ବାଇବେଲ

32 ଆଉ ପିତୃପୁରୁଷମାନଙ୍କ ନିକଟରେ କୃତ ପ୍ରତିଜ୍ଞା ବିଷୟରେ ଆମ୍ଭେମାନେ ଆପଣମାନଙ୍କୁ ଏହି ସୁସମାଚାର ଜଣାଉଅଛୁ ଯେ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଆଉ ପିତୃ-ପୁରୁଷମାନଙ୍କ ନିକଟରେ କୃତ ପ୍ରତିଜ୍ଞା ବିଷୟରେ ଆମ୍ଭେମାନେ ଆପଣମାନଙ୍କୁ ଏହି ସୁସମାଚାର ଜଣାଉଅଛୁ ଯେ,

Viz kapitola kopírovat

ପବିତ୍ର ବାଇବଲ

32 “ଆମ୍ଭ ପୂର୍ବ ପୁରୁଷମାନଙ୍କ ପ୍ରତିଜ୍ଞା କରାଯାଇଥିବା ଅନୁସାରେ ଆମ୍ଭେ ତୁମ୍ଭମାନଙ୍କୁ ସୁସମାଗ୍ଭର ଶୁଣାଉଛୁ।

Viz kapitola kopírovat




ପ୍ରେରିତ 13:32

Následuj nás:

Reklamy


Reklamy