ପ୍ରେରିତ 15:17 - ପବିତ୍ର ବାଇବଲ (CL) NT (BSI)17 ସମଗ୍ର ମାନବ ଜାତି ମୋ’ ନିକଟକୁ ଆସିବେ, ଯେଉଁ ଅଣଇହୁଦୀମାନଙ୍କୁ ମୁଁ ଆପଣାର କରିବା ପାଇଁ ଆହ୍ୱାନ କରିଛି, ସେମାନେ ସମସ୍ତେ ମୋର ଆନୁଗତ୍ୟ ସ୍ୱୀକାର କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଯେପରି ଅବଶିଷ୍ଟ ଲୋକେ ଓ ଯେସମସ୍ତ ବିଜାତି ଆମ୍ଭ ନାମରେ ଖ୍ୟାତ, ସେମାନେ ପ୍ରଭୁଙ୍କୁ ଅନ୍ଵେଷଣ କରନ୍ତି, ସର୍ବସାଧନକର୍ତ୍ତା ପ୍ରଭୁ ଏହା କହନ୍ତି।” Viz kapitolaଓଡିଆ ବାଇବେଲ17 ଯେପରି ଅବଶିଷ୍ଟ ଲୋକେ ଓ ଯେ ସମସ୍ତ ଅଣଯିହୂଦୀ ଆମ୍ଭ ନାମରେ ଖ୍ୟାତ, ସେମାନେ ପ୍ରଭୁଙ୍କୁ ଅନ୍ୱେଷଣ କରନ୍ତି, ସର୍ବ ସାଧନକର୍ତ୍ତା ପ୍ରଭୁ ଏହା କହନ୍ତି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଯେପରି ଅବଶିଷ୍ଟ ଲୋକେ ଓ ଯେ ସମସ୍ତ ଅଣଯିହୁଦୀ ଆମ୍ଭ ନାମରେ ଖ୍ୟାତ, ସେମାନେ ପ୍ରଭୁଙ୍କୁ ଅନ୍ୱେଷଣ କରନ୍ତି, ସର୍ବ ସାଧନକର୍ତ୍ତା ପ୍ରଭୁ ଏହା କହନ୍ତି। Viz kapitolaପବିତ୍ର ବାଇବଲ17 ପ୍ରଭୁ ଏହି କଥା କହନ୍ତି, ଅବଶିଷ୍ଟ ମାନବଜାତି ଓ ଅନ୍ୟ ଜାତୀୟ ଲୋକମାନେ, ଯେଉଁମାନେ ମୋ’ ନାମରେ ପରିଚିତ ହୁଅନ୍ତି, ସେମାନେ ମୋତେ ଖୋଜିବେ। ଯେଉଁ ପ୍ରଭୁ ଏହି ସମସ୍ତ ଘଟଣା ଘଟାନ୍ତି, ସେ ସ୍ୱୟଂ ଏହା କହିଅଛନ୍ତି। Viz kapitola |