ପ୍ରେରିତ 15:25 - ପବିତ୍ର ବାଇବଲ (CL) NT (BSI)25 ତେଣୁ ଆମେ ସମସ୍ତେ ଏକ ମତ ହୋଇ କେତେ ଜଣ ସମ୍ବାଦ ବାହାକଙ୍କୁ ମନୋନୀତ କରି ତୁମ୍ଭମାନଙ୍କ ନିକଟକୁ ପଠାଇବା ପାଇଁ ସ୍ଥିର କରିଛୁ। ସେମାନେ ଆମ ପ୍ରିୟ ବନ୍ଧୁ ବର୍ଣ୍ଣବା ଓ ପାଉଲଙ୍କ ସହିତ ଯିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଏଥିନିମନ୍ତେ ଆମ୍ଭମାନଙ୍କର ପ୍ରିୟପାତ୍ର ଯେଉଁ ବର୍ଣ୍ଣବ୍ବା ଓ ପାଉଲ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ନିମନ୍ତେ ପ୍ରାଣପଣ କରିଅଛନ୍ତି, Viz kapitolaଓଡିଆ ବାଇବେଲ25 ଏଥି ନିମନ୍ତେ ଆମ୍ଭମାନଙ୍କର ପ୍ରିୟପାତ୍ର ଯେଉଁ ବର୍ଣ୍ଣବ୍ବା ଓ ପାଉଲ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମ ନିମନ୍ତେ ପ୍ରାଣପଣ କରିଅଛନ୍ତି, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏଥିନିମନ୍ତେ ଆମ୍ଭମାନଙ୍କର ପ୍ରିୟପାତ୍ର ଯେଉଁ ବର୍ଣ୍ଣବ୍ବା ଓ ପାଉଲ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ନିମନ୍ତେ ପ୍ରାଣପଣ କରିଅଛନ୍ତି, Viz kapitolaପବିତ୍ର ବାଇବଲ25 ସେଥିପାଇଁ ଆମ୍ଭେ ଏକମତ ଓ ସ୍ଥିର ହୋଇ କେତେକ ଲୋକଙ୍କୁ ବାଛିଛୁ। ଆମ୍ଭେ ସେମାନଙ୍କୁ ଆମ୍ଭର ପ୍ରିୟ ବର୍ଣ୍ଣବ୍ବା ଓ ପାଉଲଙ୍କ ସହିତ ପଠାଇବୁ। Viz kapitola |