ପ୍ରେରିତ 15:26 - ପବିତ୍ର ବାଇବଲ (CL) NT (BSI)26 ଏହି ବନ୍ଧୁମାନେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ସେବାରେ ନିଜ ଜୀବନକୁ ବିପନ୍ନ କରିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)26 ଆମ୍ଭେମାନେ ଏକମତ ହୋଇ କେତେକ ଲୋକଙ୍କୁ ମନୋନୀତ କରି ସେମାନଙ୍କ ସହିତ ଆପଣମାନଙ୍କ ନିକଟକୁ ପଠାଇବା ବିହିତ ବୁଝିଲୁ। Viz kapitolaଓଡିଆ ବାଇବେଲ26 ଆମ୍ଭେମାନେ ଏକମତ ହୋଇ କେତେକ ଲୋକଙ୍କୁ ମନୋନୀତ କରି ସେମାନଙ୍କ ସହିତ ଆପଣମାନଙ୍କ ନିକଟକୁ ପଠାଇବା ଉଚିତ ମନେକଲୁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଆମ୍ଭେମାନେ ଏକମତ ହୋଇ କେତେକ ଲୋକଙ୍କୁ ମନୋନୀତ କରି ସେମାନଙ୍କ ସହିତ ଆପଣମାନଙ୍କ ନିକଟକୁ ପଠାଇବା ବିହିତ ବୁଝିଲୁ। Viz kapitolaପବିତ୍ର ବାଇବଲ26 ବର୍ଣ୍ଣବ୍ବା ଓ ପାଉଲ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ପାଇଁ ସେମାନଙ୍କର ଜୀବନକୁ ଉତ୍ସର୍ଗ କରିଛନ୍ତି। Viz kapitola |