ପ୍ରେରିତ 15:29 - ପବିତ୍ର ବାଇବଲ (CL) NT (BSI)29 ସେହି କେତୋଟି ନିୟମ ହେଲା: ପ୍ରତିମାମାନଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ହୋଇଥିବା କୌଣସି ଖାଦ୍ୟ ଭୋଜନ କରିବ ନାହିଁ, ରକ୍ତ ପାନ କରିବ ନାହିଁ, ଗଳା ଚିପାଯାଇ ମରା ଯାଇଥିବା କୌଣସି ଜୀବର ମାଂସ ଭୋଜନ କରିବ ନାହିଁ ଏବଂ ଯୌନ ପାପରୁ ନିବୃତ୍ତ ହେବ। ଏହି ସବୁ କାର୍ଯ୍ୟ ନ କରିବା ପାଇଁ ସତର୍କ ରହିଲେ, ତୁମର ମଙ୍ଗଳ ହେବ। ଆମର ଶୁଭେଚ୍ଛା ଗ୍ରହଣ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)29 ଏହି ସବୁରୁ ଆପଣା ଆପଣାକୁ ଯନି ସହ ରକ୍ଷା କଲେ ଆପଣମାନଙ୍କର ଭଲ ହେବ। ଆପଣମାନଙ୍କର ମଙ୍ଗଳ ହେଉ। Viz kapitolaଓଡିଆ ବାଇବେଲ29 ଏହି ସବୁରୁ ଆପଣା ଆପଣାକୁ ଯତ୍ନ ସହ ରକ୍ଷା କଲେ ଆପଣମାନଙ୍କର ଭଲ ହେବ । ଆପଣମାନଙ୍କର ମଙ୍ଗଳ ହେଉ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଏହିସବୁରୁ ଆପଣା ଆପଣାକୁ ଯତ୍ନ ସହ ରକ୍ଷା କଲେ ଆପଣମାନଙ୍କର ଭଲ ହେବ। ଆପଣମାନଙ୍କର ମଙ୍ଗଳ ହେଉ। Viz kapitolaପବିତ୍ର ବାଇବଲ29 ତୁମ୍ଭେମାନେ ମୂର୍ତ୍ତିଗୁଡ଼ିକ ନିକଟରେ ସମର୍ପିତ ଖାଦ୍ୟ ଖାଇବ ନାହିଁ। ତୁମ୍ଭେମାନେ ରକ୍ତ ଖାଇବ ନାହିଁ। ତଣ୍ଟି ଚିପି ମରାଯାଇଥିବା ପଶୁମାନଙ୍କୁ ତୁମ୍ଭେମାନେ ଖାଇବ ନାହିଁ। ତୁମ୍ଭେମାନେ ଯୌନ ପାପସବୁ କରିବ ନାହିଁ। ଯଦି ତୁମ୍ଭେମାନେ ଏସବୁ ଜିନିଷଠାରୁ ନିଜକୁ ଅଲଗା ରଖିବ, ତେବେ ତୁମ୍ଭେମାନେ ଉତ୍ତମ କାର୍ଯ୍ୟ କରିବ। ବିଦାୟ। Viz kapitola |