ପ୍ରେରିତ 15:5 - ପବିତ୍ର ବାଇବଲ (CL) NT (BSI)5 କିନ୍ତୁ ଫାରୂଶୀ ମତାବଲମ୍ବୀ କେତେକ ବିଶ୍ୱାସୀ ଠିଆ ହୋଇ କହିଲେ, “ଅଣଇହୁଦୀମାନେ ସୁନ୍ନତ ହେବାକୁ ବାଧ୍ୟ ଏବଂ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ପାଇଁ ସେମାନଙ୍କୁ କୁହାଯିବା ଉଚିତ।” Viz kapitolaପବିତ୍ର ବାଇବଲ (Re-edited) - (BSI)5 କିନ୍ତୁ ଫାରୂଶୀଦଳର କେତେକ ଜଣ ବିଶ୍ଵାସୀ ଉଠି କହିଲେ, ବିଜାତୀୟ ଶିଷ୍ୟମାନଙ୍କୁ ସୁନ୍ନତ୍ କରିବା ଓ ମୋଶାଙ୍କର ବ୍ୟବସ୍ଥା ପାଳନ କରିବା ନିମନ୍ତେ ସେମାନଙ୍କୁ ଆଜ୍ଞା ଦେବା ଆବଶ୍ୟକ। Viz kapitolaଓଡିଆ ବାଇବେଲ5 କିନ୍ତୁ ଫାରୂଶୀଦଳର କେତେକ ଜଣ ଯେଉଁମାନେ ବିଶ୍ୱାସ କରୁଥିଲେ ଉଠି କହିଲେ, ଅଣଯିହୂଦୀ ଶିଷ୍ୟମାନଙ୍କୁ ସୁନ୍ନତ କରିବା ଓ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ସେମାନଙ୍କୁ ଆଜ୍ଞା ଦେବା ଆବଶ୍ୟକ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କିନ୍ତୁ ଫାରୂଶୀ-ଦଳର କେତେକ ଜଣ ଯେଉଁମାନେ ବିଶ୍ୱାସ କରୁଥିଲେ ଉଠି କହିଲେ, ଅଣଯିହୁଦୀ ଶିଷ୍ୟମାନଙ୍କୁ ସୁନ୍ନତ କରିବା ଓ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ସେମାନଙ୍କୁ ଆଜ୍ଞା ଦେବା ଆବଶ୍ୟକ। Viz kapitolaପବିତ୍ର ବାଇବଲ5 କିନ୍ତୁ ଫାରୂଶୀମାନଙ୍କ ଦଳର କେତେକ ବିଶ୍ୱାସୀ ଲୋକ ଠିଆ ହୋଇ କହିଲେ, “ଅନ୍ୟ ଜାତୀୟମାନଙ୍କୁ ନିଶ୍ଚିତରୂପେ ସୁନ୍ନତ ହେବାକୁ ପଡ଼ିବ ଓ ମୋଶାଙ୍କ ବ୍ୟବସ୍ଥା ମାନିବାକୁ ପଡ଼ିବ।” Viz kapitola |