ପ୍ରେରିତ 15:7 - ପବିତ୍ର ବାଇବଲ (CL) NT (BSI)7 ଦୀର୍ଘ ଆଲୋଚନା ପରେ ପିତର ଠିଆ ହୋଇ କହିଲେ, “ଭାଇମାନେ, ତୁମ୍ଭେମାନେ ଜାଣ ଯେ ଅନେକ ଦିନ ପୂର୍ବରୁ ଈଶ୍ୱର ଅଣଇହୁଦୀମାନଙ୍କ ନିକଟରେ ଶୁଭବାର୍ତ୍ତା ପ୍ରଚାର କରି ସେଥିପ୍ରତି ସେମାନଙ୍କର ବିଶ୍ୱାସ ଜନ୍ମାଇବା ପାଇଁ ତୁମ ମଧ୍ୟରୁ ମୋତେ ମନୋନୀତ କରିଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଅନେକ ତର୍କବିତର୍କ ହେଲା ଉତ୍ତାରେ ପିତର ଉଠି ସେମାନଙ୍କୁ କହିଲେ, ହେ ଭାଇମାନେ, ଆପଣମାନେ ଜାଣନ୍ତି ଯେ, ମୋହର ମୁଖ ଦ୍ଵାରା ବିଜାତିମାନେ ଯେପରି ସୁସମାଚାର ବାକ୍ୟ ଶୁଣି ବିଶ୍ଵାସ କରନ୍ତି, ଏଥିପାଇଁ ଅନେକ ଦିନ ପୂର୍ବେ ଈଶ୍ଵର ଆପଣମାନଙ୍କ ମଧ୍ୟରୁ ମୋତେ ମନୋନୀତ କରିଥିଲେ। Viz kapitolaଓଡିଆ ବାଇବେଲ7 ଅନେକ ତର୍କବିତର୍କ ହେଲା ଉତ୍ତାରେ ପିତର ଉଠି ସେମାନଙ୍କୁ କହିଲେ, ହେ ଭାଇମାନେ, ଆପଣମାନେ ଜାଣନ୍ତି ଯେ, ମୋହର ମୁଖ ଦ୍ୱାରା ଅଣଯିହୂଦୀମାନେ ଯେପରି ସୁସମାଚାର ବାକ୍ୟ ଶୁଣି ବିଶ୍ୱାସ କରନ୍ତି, ଏଥିପାଇଁ ଅନେକ ଦିନ ପୂର୍ବେ ଈଶ୍ୱର ଆପଣମାନଙ୍କ ମଧ୍ୟରୁ ମୋତେ ମନୋନୀତ କରିଥିଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଅନେକ ତର୍କବିତର୍କ ହେଲା ଉତ୍ତାରେ ପିତର ଉଠି ସେମାନଙ୍କୁ କହିଲେ, ହେ ଭାଇମାନେ, ଆପଣମାନେ ଜାଣନ୍ତି ଯେ, ମୋହର ମୁଖ ଦ୍ୱାରା ଅଣଯିହୁଦୀମାନେ ଯେପରି ସୁସମାଚାର ବାକ୍ୟ ଶୁଣି ବିଶ୍ୱାସ କରନ୍ତି, ଏଥିପାଇଁ ଅନେକ ଦିନ ପୂର୍ବେ ଈଶ୍ବର ଆପଣମାନଙ୍କ ମଧ୍ୟରୁ ମୋତେ ମନୋନୀତ କରିଥିଲେ। Viz kapitolaପବିତ୍ର ବାଇବଲ7 ବହୁତ ବାଦବିବାଦ ପରେ ପିତର ଠିଆ ହେଲେ ଓ ସେମାନଙ୍କୁ କହିଲେ, “ଭାଇମାନେ, ତୁମ୍ଭେମାନେ ଜାଣ ଯେ, ଅନ୍ୟଜାତୀୟମାନେ ଯେପରି ସୁସମାଗ୍ଭର ବାର୍ତ୍ତା ଶୁଣିପାରନ୍ତି ଓ ତାହା ଶୁଣି ବିଶ୍ୱାସ କରି ପାରନ୍ତି, ଏଥିନିମନ୍ତେ ପରମେଶ୍ୱର ବହୁ ପୂର୍ବରୁ ତୁମ୍ଭମାନଙ୍କ ମଧ୍ୟରୁ ମୋତେ ବାଛିଥିଲେ। Viz kapitola |