ପ୍ରେରିତ 16:10 - ପବିତ୍ର ବାଇବଲ (CL) NT (BSI)10 ପାଉଲ ଏହି ଦର୍ଶନ ପାଇବାକ୍ଷଣି ମାସିଦୋନିଆକୁ ଯିବା ପାଇଁ ଆମେ ପ୍ରସ୍ତୁତ ହେଲୁ, କାରଣ ଆମ୍ଭେମାନେ ନିଶ୍ଚିତଭାବେ ଜାଣିଲୁ, ଈଶ୍ୱର ସେଠାକାର ଲୋକମାନଙ୍କ ମଧ୍ୟରେ ଶୁଭବାର୍ତ୍ତା ପ୍ରଚାର କରିବା ପାଇଁ ଆମକୁ ଆହ୍ୱାନ କରିଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)10 ସେ ଏହି ଦର୍ଶନ ପାଇଲା ପରେ ଆମ୍ଭେମାନେ ତତ୍କ୍ଷଣାତ୍ ମାକିଦନିଆକୁ ଯିବା ପାଇଁ ଚେଷ୍ଟା କଲୁ, କାରଣ ସେମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବାକୁ ଈଶ୍ଵର ଆମ୍ଭମାନଙ୍କୁ ଆହ୍ଵାନ କରିଅଛନ୍ତି ବୋଲି ଆମ୍ଭେମାନେ ବୁଝିଲୁ। Viz kapitolaଓଡିଆ ବାଇବେଲ10 ସେ ଏହି ଦର୍ଶନ ପାଇଲା ପରେ ଆମ୍ଭେମାନେ ତତ୍କ୍ଷଣାତ୍ ମାକିଦନିଆକୁ ଯିବା ପାଇଁ ଚେଷ୍ଟା କଲୁ, କାରଣ ସେମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବାକୁ ଈଶ୍ୱର ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି ବୋଲି ଆମ୍ଭେମାନେ ବୁଝିଲୁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେ ଏହି ଦର୍ଶନ ପାଇଲା ପରେ ଆମ୍ଭେମାନେ ତତ୍କ୍ଷଣାତ୍ ମାକିଦନିଆକୁ ଯିବା ପାଇଁ ଚେଷ୍ଟା କଲୁ, କାରଣ ସେମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବାକୁ ଈଶ୍ବର ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି ବୋଲି ଆମ୍ଭେମାନେ ବୁଝିଲୁ। Viz kapitolaପବିତ୍ର ବାଇବଲ10 ପାଉଲ ଦର୍ଶନ ପାଇବା ପରେ ଆମ୍ଭେ ସଙ୍ଗେ ସଙ୍ଗେ ମାକିଦନିଆକୁ ଯିବା ପାଇଁ ପ୍ରସ୍ତୁତ ହେଲୁ। ଆମ୍ଭେ ହୃଦୟଙ୍ଗମ କଲୁ ଯେ, ପ୍ରଭୁ ସେମାନଙ୍କ ନିକଟରେ ସୁସମାଗ୍ଭର ପହଞ୍ଚାଇବା ପାଇଁ ଆମ୍ଭକୁ ଡାକିଛନ୍ତି। Viz kapitola |