ପ୍ରେରିତ 16:16 - ପବିତ୍ର ବାଇବଲ (CL) NT (BSI)16 ଦିନେ ଆମ୍ଭେମାନେ ପ୍ରାର୍ଥନା ସ୍ଥଳକୁ ଯାଉଥିବାବେଳେ ଗୋଟିଏ କ୍ରୀତଦାସୀ ବାଳିକାକୁ ଭେଟିଲୁ। ତା’ ମଧ୍ୟରେ ଥିବା ପ୍ରେତାତ୍ମାର ଶକ୍ତି ଦ୍ୱାରା ସେ ଭବିଷ୍ୟତ କଥା କହିପାରୁଥିଲା। ସେ ଲୋକମାନଙ୍କର ଭାଗ୍ୟ ଗଣନା କରି, ମାଲିକମାନଙ୍କ ପାଇଁ ବହୁତ ଟଙ୍କା ଉପାର୍ଜନ କରୁଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଦିନେ ଆମ୍ଭେମାନେ ପ୍ରାର୍ଥନାସ୍ଥାନକୁ ଯାଉ ଯାଉ ଦୈବଜ୍ଞ ଆତ୍ମାବିଷ୍ଟ ଜଣେ ଦାସୀ ଆମ୍ଭମାନଙ୍କୁ ଭେଟିଲା, ତାʼର ଭାଗ୍ୟଗଣନା ଦ୍ଵାରା ତାʼର କର୍ତ୍ତାମାନଙ୍କର ବହୁତ ଲାଭ ହେଉଥିଲା। Viz kapitolaଓଡିଆ ବାଇବେଲ16 ଦିନେ ଆମ୍ଭେମାନେ ପ୍ରାର୍ଥନା ସ୍ଥାନକୁ ଯାଉ ଯାଉ ମନ୍ଦ ଆତ୍ମାବିଷ୍ଟ ଜଣେ ଦାସୀ ଆମ୍ଭମାନଙ୍କୁ ଭେଟିଲା, ତାହାର ଭାଗ୍ୟଗଣନା ଦ୍ୱାରା ତାହାର କର୍ତ୍ତାମାନଙ୍କର ବହୁତ ଲାଭ ହେଉଥିଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଦିନେ ଆମ୍ଭେମାନେ ପ୍ରାର୍ଥନା ସ୍ଥାନକୁ ଯାଉ ଯାଉ ଦୈବଜ୍ଞ ଆତ୍ମାବିଷ୍ଟ ଜଣେ ଦାସୀ ଆମ୍ଭମାନଙ୍କୁ ଭେଟିଲା, ତାହାର ଭାଗ୍ୟଗଣନା ଦ୍ୱାରା ତାହାର କର୍ତ୍ତାମାନଙ୍କର ବହୁତ ଲାଭ ହେଉଥିଲା। Viz kapitolaପବିତ୍ର ବାଇବଲ16 ଦିନେ ଆମ୍ଭେ ପ୍ରାର୍ଥନାସ୍ଥାନକୁ ଯିବା ସମୟରେ ଗୋଟିଏ ଗ୍ଭକରାଣୀକୁ ଦେଖିଲୁ। ତା’ ଦେହରେ ଏପରି ଆତ୍ମାଟିଏ ଥିଲା, ଯାହାଦ୍ୱାରା ସେ ଭବିଷ୍ୟତ କଥା ସବୁ କହି ପାରୁଥିଲା। ସେ ଏହିପରି ଭବିଷ୍ୟତ କଥା ସବୁ କହି ତା’ ମାଲିକମାନଙ୍କ ପାଇଁ ବହୁତ ଧନ ଉପାର୍ଜନ କରୁଥିଲା। Viz kapitola |