Online Bible

- Reklamy -




ପ୍ରେରିତ 16:20 - ପବିତ୍ର ବାଇବଲ (CL) NT (BSI)

20 “ଏହି ଲୋକମାନେ ଇହୁଦୀ, ସେମାନେ ଆମ ସହରରେ ଗଣ୍ଡଗୋଳ କରୁଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଆଉ, ସେମାନେ ସେମାନଙ୍କୁ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ, ଏହି ଲୋକଗୁଡ଼ାକ ଯିହୁଦୀ, ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

20 ଆଉ ସେମାନେ ସେମାନଙ୍କ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ,ଏହି ଲୋକଗୁଡ଼ାକ ଯିହୂଦୀ,ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆଉ ସେମାନେ ସେମାନଙ୍କ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ, ଏହି ଲୋକଗୁଡ଼ାକ ଯିହୁଦୀ, ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି।

Viz kapitola kopírovat

ପବିତ୍ର ବାଇବଲ

20 ସେମାନଙ୍କୁ ନଗରପାଳମାନଙ୍କ ପାଖରେ ପହଞ୍ଚାଇ କହିଲେ, “ଏମାନେ ଯିହୂଦୀୟଲୋକ। ଏମାନେ ଆମ୍ଭ ନଗରରେ ବହୁତ ଉପଦ୍ରବ ସୃଷ୍ଟି କରୁଛନ୍ତି।

Viz kapitola kopírovat




ପ୍ରେରିତ 16:20

Následuj nás:

Reklamy


Reklamy