ପ୍ରେରିତ 16:24 - ପବିତ୍ର ବାଇବଲ (CL) NT (BSI)24 ଏହି ଆଦେଶ ପାଇ କାରାରକ୍ଷକ ସେମାନଙ୍କୁ ଗୋଟିଏ ଭିତରିଆ ପ୍ରକୋଷ୍ଠରେ ପକାଇ ଦେଇ, ଓଜନିଆ କାଠ ଗଡ଼ରେ ସେମାନଙ୍କ ଗୋଡ଼କୁ ବାନ୍ଧି ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ସେ ଏହିପ୍ରକାର ଦୃଢ଼ ଆଜ୍ଞା ପ୍ରାପ୍ତ ହୋଇ ସେମାନଙ୍କୁ ଭିତର କାରାଗାରରେ ନିକ୍ଷେପ କରି ସେମାନଙ୍କ ପାଦରେ ହରିକାଠ ଲଗାଇଦେଲେ। Viz kapitolaଓଡିଆ ବାଇବେଲ24 ସେ ଏହି ପ୍ରକାର ଦୃଢ଼ ଆଜ୍ଞା ପ୍ରାପ୍ତ ହୋଇ ସେମାନଙ୍କୁ ଭିତର କାରାଗାରରେ ନିକ୍ଷେପ କରି ସେମାନଙ୍କ ପାଦରେ ବଡ କାଠଗଣ୍ଡି ବାନ୍ଧିଦେଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ସେ ଏହି ପ୍ରକାର ଦୃଢ଼ ଆଜ୍ଞା ପ୍ରାପ୍ତ ହୋଇ ସେମାନଙ୍କୁ ଭିତର କାରାଗାରରେ ନିକ୍ଷେପ କରି ସେମାନଙ୍କ ପାଦରେ ବଡ଼ କାଠଗଣ୍ଡି ବାନ୍ଧିଦେଲେ। Viz kapitolaପବିତ୍ର ବାଇବଲ24 ସେ ଏପରି ଆଦେଶ ପାଇ ସେମାନଙ୍କୁ ଭିତର କୋଠରୀ ଭିତରେ ରଖିଦେଲେ। ସେ ସେମାନଙ୍କର ଗୋଡ଼ ବଡ଼ ବଡ଼ କାଠ ଗଣ୍ଡି ସହିତ ବାନ୍ଧି ପକାଇ ଦେଲେ। Viz kapitola |