ପ୍ରେରିତ 16:40 - ପବିତ୍ର ବାଇବଲ (CL) NT (BSI)40 ପାଉଲ ଓ ଶୀଲା କାରାଗାର ଛାଡ଼ି ଲୁଦିଆଙ୍କ ଘରକୁ ଗଲେ। ସେଠାରେ ସେମାନେ ବିଶ୍ୱାସୀମାନଙ୍କୁ ସାକ୍ଷାତ କଲେ ଓ ସେମାନଙ୍କୁ ଉତ୍ସାହିତ କରି ସେହି ସ୍ଥାନ ଛାଡ଼ିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)40 ସେଥିରେ ସେମାନେ କାରାଗାରରୁ ବାହାରିଯାଇ ଲୂଦିଆଙ୍କ ଗୃହରେ ପ୍ରବେଶ କଲେ, ଆଉ ଭାଇମାନଙ୍କ ସାଙ୍ଗରେ ସାକ୍ଷାତ କରି ସେମାନଙ୍କୁ ଉତ୍ସାହ ଦେଲା ଉତ୍ତାରେ ପ୍ରସ୍ଥାନ କଲେ। Viz kapitolaଓଡିଆ ବାଇବେଲ40 ସେଥିରେ ସେମାନେ କାରାଗାରରୁ ବାହାରିଯାଇ ଲୂଦିଆଙ୍କ ଗୃହରେ ପ୍ରବେଶ କଲେ, ଆଉ ଭାଇମାନଙ୍କ ସାଙ୍ଗରେ ସାକ୍ଷାତ କରି ସେମାନଙ୍କୁ ଉତ୍ସାହ ଦେଲା ଉତ୍ତାରେ ପ୍ରସ୍ଥାନ କଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ସେଥିରେ ସେମାନେ କାରାଗାରରୁ ବାହାରିଯାଇ ଲୂଦିଆଙ୍କ ଗୃହରେ ପ୍ରବେଶ କଲେ, ଆଉ ଭାଇମାନଙ୍କ ସାଙ୍ଗରେ ସାକ୍ଷାତ କରି ସେମାନଙ୍କୁ ଉତ୍ସାହ ଦେଲା ଉତ୍ତାରେ ପ୍ରସ୍ଥାନ କଲେ। Viz kapitolaପବିତ୍ର ବାଇବଲ40 ପାଉଲ ଓ ଶୀଲା କାରାଗାରରୁ ବାହାରକୁ ଆସି ଲୁଦିୟାର ଘରକୁ ଆସିଲେ। ସେଠାରେ ଭାଇମାନଙ୍କୁ ଦେଖି ସେମାନେ ସେମାନଙ୍କୁ ଉତ୍ସାହର ବାଣୀ ଶୁଣାଇଲେ। ତା'ପରେ ସେମାନେ ସେ ସ୍ଥାନରୁ ଗ୍ଭଲିଗଲେ। Viz kapitola |