Online Bible

- Reklamy -




ପ୍ରେରିତ 17:11 - ପବିତ୍ର ବାଇବଲ (CL) NT (BSI)

11 ଥେସଲନିକୀର ଲୋକମାନଙ୍କ ଅପେକ୍ଷା ସେଠାକାର ଲୋକମାନେ ଅଧିକ ଉଦାରମନା ଥିଲେ। ସେମାନେ ଅଧିକ ଆଗ୍ରହର ସହିତ ଶିଷ୍ୟମାନଙ୍କର ଶିକ୍ଷା ଶୁଣିଲେ ଓ ପାଉଲଙ୍କ ବକ୍ତବ୍ୟର ପ୍ରକୃତ ସତ୍ୟତା ଜାଣିବା ପାଇଁ ପ୍ରତିଦିନ ଧର୍ମଶାସ୍ତ୍ର ଅଧ୍ୟୟନ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ଥେସଲନୀକୀରେ ଥିବା ଯିହୁଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ। ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି ଏହିସମସ୍ତ ସତ୍ୟକି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ।

Viz kapitola kopírovat

ଓଡିଆ ବାଇବେଲ

11 ଥେସଲନୀକୀରେ ଥିବା ଯିହୂଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ । ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଥେସଲନୀକୀ ସହରରେ ଥିବା ଯିହୁଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ। ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ।

Viz kapitola kopírovat

ପବିତ୍ର ବାଇବଲ

11 ସେଠାରେ ଲୋକମାନେ ଥେସଲନୀକୀୟ ଲୋକମାନଙ୍କ ଅପେକ୍ଷା ବେଶି ଭଦ୍ର ଓ ଉତ୍ତମ ଥିଲେ। ସେମାନେ ପାଉଲ ଓ ଶୀଲାଙ୍କର କଥା ଅତି ଉତ୍ସୁକତାର ସହ ଶୁଣିଲେ। ସେମାନଙ୍କର କଥା ସତ୍ୟ ନା ମିଥ୍ୟା, ଏହି କଥା ଜାଣିବା ପାଇଁ ସେମାନେ ପ୍ରତିଦିନ ଶାସ୍ତ୍ର ପରୀକ୍ଷା କରି ଦେଖିଲେ।

Viz kapitola kopírovat




ପ୍ରେରିତ 17:11

Následuj nás:

Reklamy


Reklamy