ପ୍ରେରିତ 17:13 - ପବିତ୍ର ବାଇବଲ (CL) NT (BSI)13 କିନ୍ତୁ ଯେତେବେଳେ ଥେସଲନିକୀୟ ଇହୁଦୀମାନେ ଶୁଣିଲେ ଯେ ବେରିଆରେ ମଧ୍ୟ ପାଉଲ ଈଶ୍ୱରଙ୍କ ବାକ୍ୟ ପ୍ରଚାର କରୁଛନ୍ତି, ସେମାନେ ସେଠାକୁ ଆସି ଗଣ୍ଡଗୋଳ କରିବା ପାଇଁ ଲୋକମାନଙ୍କୁ ମତାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 କିନ୍ତୁ ଯେତେବେଳେ ଥେସଲନୀକୀୟ ଯିହୁଦୀମାନେ ଜାଣିଲେ ଯେ, ଈଶ୍ଵରଙ୍କ ବାକ୍ୟ ପାଉଲଙ୍କ ଦ୍ଵାରା ବେରୟାରେ ସୁଦ୍ଧା ପ୍ରଚାରିତ ହେଉଅଛି, ସେତେବେଳେ ସେମାନେ ସେସ୍ଥାନକୁ ମଧ୍ୟ ଆସି ଲୋକସମୂହଙ୍କୁ ଉତ୍ତେଜିତ ଓ ଉଦ୍ବିଗ୍ନ କଲେ। Viz kapitolaଓଡିଆ ବାଇବେଲ13 କିନ୍ତୁ ଯେତେବେଳେ ଥେସଲନୀକୀୟ ଯିହୂଦୀମାନେ ଜାଣିଲେ ଯେ, ଈଶ୍ୱରଙ୍କ ବାକ୍ୟ ପାଉଲଙ୍କ ଦ୍ୱାରା ବେରୟାରେ ସୁଦ୍ଧା ପ୍ରଚାରିତ ହେଉଅଛି, ସେତେବେଳେ ସେମାନେ ସେ ସ୍ଥାନକୁ ମଧ୍ୟ ଆସି ଲୋକସମୂହଙ୍କୁ ଉତ୍ତେଜିତ ଓ ବିଚଳିତ କଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କିନ୍ତୁ ଯେତେବେଳେ ଥେସଲନୀକୀ ସହରରେ ଯିହୁଦୀମାନେ ଜାଣିଲେ ଯେ, ଈଶ୍ବରଙ୍କ ବାକ୍ୟ ପାଉଲଙ୍କ ଦ୍ୱାରା ବେରିୟାରେ ସୁଦ୍ଧା ପ୍ରଚାରିତ ହେଉଅଛି, ସେତେବେଳେ ସେମାନେ ସେ ସ୍ଥାନକୁ ମଧ୍ୟ ଆସି ଲୋକସମୂହଙ୍କୁ ଉତ୍ତେଜିତ ଓ ବିଚଳିତ କଲେ। Viz kapitolaପବିତ୍ର ବାଇବଲ13 ଥେସଲନୀକୀୟ ଯିହୂଦୀୟମାନେ ବେରୟା ନଗରରେ ପାଉଲ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭର କରୁଛନ୍ତି ବୋଲି ଜାଣି ପାରିଲେ। ତେଣୁ ସେମାନେ ସେଠାକୁ ଆସି ଆନ୍ଦୋଳନ କରି ଲୋକ ସମୂହକୁ ମତେଇଲେ। Viz kapitola |