ପ୍ରେରିତ 17:16 - ପବିତ୍ର ବାଇବଲ (CL) NT (BSI)16 ଆଥେନ୍ସ୍ରେ ଶୀଲା ଓ ତୀମଥିଙ୍କର ପ୍ରତୀକ୍ଷାରେ ଥିବା ସମୟରେ ନଗରୀଟି ଦେବ ପ୍ରତିମାରେ ପୂର୍ଣ୍ଣ ହୋଇଥିବା ଲକ୍ଷ୍ୟ କରି ପାଉଲ ଅତ୍ୟନ୍ତ କ୍ଷୁବ୍ଧ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଆଥୀନୀରେ ପାଉଲ ସେମାନଙ୍କ ଅପେକ୍ଷାରେ ଥିବା ସମୟରେ ସେହି ନଗରକୁ ପ୍ରତିମାରେ ପରିପୂର୍ଣ୍ଣ ଦେଖି ତାଙ୍କ ଆତ୍ମା ଉତ୍ତପ୍ତ ହୋଇ ଉଠିଲା। Viz kapitolaଓଡିଆ ବାଇବେଲ16 ଆଥିନୀରେ ପାଉଲ ସେମାନଙ୍କ ଅପେକ୍ଷାରେ ଥିବା ସମୟରେ ସେହି ନଗରକୁ ପ୍ରତିମାରେ ପରିପୂର୍ଣ୍ଣ ଦେଖି ତାହାଙ୍କ ଆତ୍ମା ଉତ୍ତପ୍ତ ହୋଇ ଉଠିଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆଥିନୀରେ ପାଉଲ ସେମାନଙ୍କ ଅପେକ୍ଷାରେ ଥିବା ସମୟରେ ସେହି ନଗରକୁ ପ୍ରତିମାରେ ପରିପୂର୍ଣ୍ଣ ଦେଖି ତାହାଙ୍କ ଆତ୍ମା ଉତ୍ତପ୍ତ ହୋଇ ଉଠିଲା। Viz kapitolaପବିତ୍ର ବାଇବଲ16 ପାଉଲ ଆଥୀନୀ ନଗରରେ ଶୀଲା ଓ ତୀମଥିଙ୍କୁ ଅପେକ୍ଷା କରିଥା’ନ୍ତି। ନଗର ସାରା ମୂର୍ତ୍ତିଗୁଡ଼ିକରେ ପୂର୍ଣ୍ଣ ହୋଇଥିବାର ଦେଖି ସେ ହୃଦୟରେ ଅତି ମାତ୍ରାରେ ବିବ୍ରତ ହୋଇ ପଡ଼ିଲେ। Viz kapitola |