ପ୍ରେରିତ 17:27 - ପବିତ୍ର ବାଇବଲ (CL) NT (BSI)27 ତାଙ୍କର ଉଦ୍ଦେଶ୍ୟ ଥିଲା, ସମସ୍ତେ ଯେପରି ତାଙ୍କର ଅନ୍ୱେଷଣ କରି ତାଙ୍କୁ ପାଇବେ। କିନ୍ତୁ ପ୍ରକୃତରେ ଈଶ୍ୱର କାହାରିଠାରୁ ଦୂରବର୍ତ୍ତୀ ନୁହଁନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)27 ସେମାନେ ଯେପରି ଈଶ୍ଵରଙ୍କର ଅନ୍ଵେଷଣ କରି କାଳେ ଦରାଣ୍ତି ଦରାଣ୍ତି ତାହାଙ୍କର ଉଦ୍ଦେଶ୍ୟ ପାଇ ପାରନ୍ତି, ଯଦ୍ୟପି ସେ ଆମ୍ଭମାନଙ୍କର କାହାରିଠାରୁ ଦୂରରେ ନାହାନ୍ତି। Viz kapitolaଓଡିଆ ବାଇବେଲ27 ସେମାନେ ଯେପରି ଈଶ୍ୱରଙ୍କର ଅନ୍ୱେଷଣ କରି କାଳେ ଦରାଣ୍ଡି ଦରାଣ୍ଡି ତାହାଙ୍କର ଉଦ୍ଦେଶ୍ୟ ପାଇ ପାରନ୍ତି, ଯଦ୍ୟପି ସେ ଆମ୍ଭମାନଙ୍କର କାହାରିଠାରୁ ଦୂରରେ ନାହାଁନ୍ତି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ସେମାନେ ଯେପରି ଈଶ୍ବରଙ୍କର ଅନ୍ୱେଷଣ କରି କାଳେ ଦରାଣ୍ଡି ଦରାଣ୍ଡି ତାହାଙ୍କର ଉଦ୍ଦେଶ୍ୟ ପାଇ ପାରନ୍ତି, ଯଦ୍ୟପି ସେ ଆମ୍ଭମାନଙ୍କର କାହାରିଠାରୁ ଦୂରରେ ନାହାନ୍ତି। Viz kapitolaପବିତ୍ର ବାଇବଲ27 “ଯେପରି ସେମାନେ ପରମେଶ୍ୱରଙ୍କୁ ଖୋଜି ପାଇ ପାରିବେ। ସେମାନେ ତାହାଙ୍କ ନିକଟକୁ ଯାଇ ତାହାଙ୍କୁ ପାଇବା ପାଇଁ ଚେଷ୍ଟା କରି ପାରନ୍ତି ଯଦ୍ୟପି ସେ ଆମ୍ଭମାନଙ୍କ ମଧ୍ୟରୁ କାହାରିଠାରୁ ଦୂରରେ ନାହାନ୍ତି। Viz kapitola |