ପ୍ରେରିତ 17:29 - ପବିତ୍ର ବାଇବଲ (CL) NT (BSI)29 ଆମେ ଈଶ୍ୱରଙ୍କର ସନ୍ତାନ ହୋଇଥିବାରୁ ମନୁଷ୍ୟର କଳାନୈପୁଣ୍ୟ ଦ୍ୱାରା ଉଦ୍ଭାବିତ ସୁବର୍ଣ୍ଣ, ରୌପ୍ୟ କିମ୍ବା ପ୍ରସ୍ତର ନିର୍ମିତ ପ୍ରତିମା ସାଦୃଶ୍ୟରେ ଈଶ୍ୱରଙ୍କ ସ୍ୱରୂପ କଳ୍ପନା କରିପାରିବା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ତେବେ, ଆମ୍ଭେମାନେ ଈଶ୍ଵରଙ୍କର ବଂଶ ହେବାରୁ ଈଶ୍ଵରଙ୍କ ସ୍ଵରୂପକୁ ମନୁଷ୍ୟର ଶିଳ୍ପ ଓ କଳ୍ପନା ଅନୁସାରେ ଖୋଦିତ ସ୍ଵର୍ଣ୍ଣ କି ରୌପ୍ୟ କି ପ୍ରସ୍ତର ତୁଲ୍ୟ ଜ୍ଞାନ କରିବା ଆମ୍ଭମାନଙ୍କର ଉଚିତ ନୁହେଁ। Viz kapitolaଓଡିଆ ବାଇବେଲ29 ତେବେ, ଆମ୍ଭେମାନେ ଈଶ୍ୱରଙ୍କର ବଂଶ ହେବାରୁ ଈଶ୍ୱରଙ୍କ ସ୍ୱରୂପକୁ ମନୁଷ୍ୟର ଶିଳ୍ପ ଓ କଳ୍ପନା ଅନୁସାରେ ଖୋଦିତ ସ୍ୱର୍ଣ୍ଣ କି ରୌପ୍ୟ କି ପ୍ରସ୍ତର ତୁଲ୍ୟ ବୁଝିବା ଆମ୍ଭମାନଙ୍କର ଉଚିତ ନୁହେଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ତେବେ, ଆମ୍ଭେମାନେ ଈଶ୍ବରଙ୍କର ବଂଶ ହେବାରୁ ଈଶ୍ବରଙ୍କ ସ୍ୱରୂପକୁ ମନୁଷ୍ୟର ଶିଳ୍ପ ଓ କଳ୍ପନା ଅନୁସାରେ ଖୋଦିତ ସ୍ୱର୍ଣ୍ଣ କି ରୌପ୍ୟ କି ପ୍ରସ୍ତର ତୁଲ୍ୟ ବୁଝିବା ଆମ୍ଭମାନଙ୍କର ଉଚିତ୍ ନୁହେଁ। Viz kapitolaପବିତ୍ର ବାଇବଲ29 “ଯେହେତୁ ଆମ୍ଭେମାନେ ପରମେଶ୍ୱରଙ୍କ ସନ୍ତାନ ତେଣୁ ଆମ୍ଭେମାନେ ପରମେଶ୍ୱରଙ୍କୁ ମନୁଷ୍ୟର କୌଶଳ ଓ କଳ୍ପନାରେ ତିଆରି ପ୍ରତିମା ବୋଲି ଭାବିବା ନାହିଁ, ବା ସୁନା କି ରୂପା କି ପଥର ବୋଲି ମଧ୍ୟ ଭାବିବା ନାହିଁ। Viz kapitola |