ପ୍ରେରିତ 17:32 - ପବିତ୍ର ବାଇବଲ (CL) NT (BSI)32 ପାଉଲଙ୍କଠାରୁ ମୃତ୍ୟୁରୁ ପୁନରୁତ୍ଥାନ ବିଷୟ ଶୁଣି ସେମାନଙ୍କ ମଧ୍ୟରୁ କେତେକ ତାଙ୍କୁ ପରିହାସ କଲେ, କିନ୍ତୁ ଅନ୍ୟମାନେ କହିଲେ, “ଆପଣଙ୍କଠାରୁ ଏ ବିଷୟରେ ଆମେ ଆଉ ଥରେ ଶୁଣିବାକୁ ଚାହୁଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)32 ମୃତମାନଙ୍କର ପୁନରୁତ୍ଥାନ କଥା ଶୁଣି କେହି କେହି ପରିହାସ କରିବାକୁ ଲାଗିଲେ; ଆଉ କେହି କେହି କହିଲେ, ଆମ୍ଭେମାନେ ଆଉ ଥରେ ଆପଣଙ୍କଠାରୁ ଏହି ବିଷୟ ଶୁଣିବା। Viz kapitolaଓଡିଆ ବାଇବେଲ32 ମୃତମାନଙ୍କର ପୁନରୁତ୍ଥାନ କଥା ଶୁଣି କେହି କେହି ପରିହାସ କରିବାକୁ ଲାଗିଲେ; ଆଉ କେହି କେହି କହିଲେ, ଆମ୍ଭେମାନେ ଆଉ ଥରେ ଆପଣଙ୍କଠାରୁ ଏହି ବିଷୟ ଶୁଣିବା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ମୃତମାନଙ୍କର ପୁନରୁତ୍ଥାନ କଥା ଶୁଣି କେହି କେହି ପରିହାସ କରିବାକୁ ଲାଗିଲେ; ଆଉ କେହି କେହି କହିଲେ, ଆମ୍ଭେମାନେ ଆଉ ଥରେ ଆପଣଙ୍କଠାରୁ ଏହି ବିଷୟ ଶୁଣିବା। Viz kapitolaପବିତ୍ର ବାଇବଲ32 ଯେତେବେଳେ ସେମାନେ ଯୀଶୁ ମୃତ୍ୟୁରୁ ପୁନର୍ଜୀବିତ ହୋଇଥିବା ବିଷୟରେ ଶୁଣିଲେ, ସେମାନଙ୍କ ଭିତରୁ କେତେଜଣ ତାହାଙ୍କୁ ଉପହାସ କଲେ। ଆଉ କେତେକ କହିଲେ, “ଆମ୍ଭେ ପରେ ଏ ବିଷୟରେ ତୁମ୍ଭଠାରୁ ଶୁଣିବୁ।” Viz kapitola |