ପ୍ରେରିତ 17:7 - ପବିତ୍ର ବାଇବଲ (CL) NT (BSI)7 ଯେସନ୍ ସେମାନଙ୍କୁ ତା’ ଘରେ ରଖିଛି। ଯୀଶୁ ନାମରେ ଆଉ ଜଣେ ରାଜା ଅଛନ୍ତି ବୋଲି କହି ସେମାନେ ସମ୍ରାଟଙ୍କ ସମସ୍ତ ନିୟମ ଲଙ୍ଘନ କରୁଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ଯୀଶୁ ନାମରେ ଆଉ ଜଣେ ରାଜା ଅଛି ବୋଲି କହି ଏମାନେ ସମସ୍ତେ କାଇସରଙ୍କ ଆଜ୍ଞାର ବିରୁଦ୍ଧାଚରଣ କରୁଅଛନ୍ତି। Viz kapitolaଓଡିଆ ବାଇବେଲ7 ଯୀଶୁ ନାମରେ ଆଉ ଜଣେ ରାଜା ଅଛି ବୋଲି କହି ଏମାନେ ସମସ୍ତେ କାଇସରଙ୍କ ଆଜ୍ଞାର ବିରୁଦ୍ଧାଚରଣ କରୁଅଛନ୍ତି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯୀଶୁ ନାମରେ ଆଉ ଜଣେ ରାଜା ଅଛି ବୋଲି କହି ଏମାନେ ସମସ୍ତେ କାଇସରଙ୍କ ଆଜ୍ଞାର ବିରୁଦ୍ଧାଚରଣ କରୁଅଛନ୍ତି। Viz kapitolaପବିତ୍ର ବାଇବଲ7 ଯାସୋନ ସେହିମାନଙ୍କୁ ଆଣି ନିଜ ଘରେ ରଖିଛି। ଯୀଶୁ ନାମରେ ଯେ ଆଉ ଜଣେ ରାଜା ଅଛି, ଏହା କହି ସେମାନେ ସମସ୍ତେ ଦାବୀ କରି କାଇସରଙ୍କ ନିୟମର ବିରୁଦ୍ଧାଚରଣ କରୁଛନ୍ତି।” Viz kapitola |