ପ୍ରେରିତ 18:13 - ପବିତ୍ର ବାଇବଲ (CL) NT (BSI)13 ସେମାନେ କହିଲେ, “ଏହି ଲୋକ ଆମ ବ୍ୟବସ୍ଥା ବିରୁଦ୍ଧ ରୀତିରେ ଈଶ୍ୱରଙ୍କ ଉପାସନା କରିବାକୁ ଲୋକମାନଙ୍କୁ ପ୍ରବର୍ତ୍ତାଉଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ଏହି ଲୋକଟା ବ୍ୟବସ୍ଥାର ବିପରୀତ ଭାବରେ ଈଶ୍ଵରଙ୍କ ଉପାସନା କରିବାକୁ ଲୋକମାନଙ୍କୁ ପ୍ରବର୍ତ୍ତାଉ ଅଛି। Viz kapitolaଓଡିଆ ବାଇବେଲ13 ଏହି ଲୋକଟା ମୋଶାଙ୍କ ବ୍ୟବସ୍ଥାର ବିପରୀତ ଭାବରେ ଈଶ୍ୱରଙ୍କ ଉପାସନା କରିବାକୁ ଲୋକମାନଙ୍କୁ ବାଧ୍ୟ କରେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏହି ଲୋକଟା ବ୍ୟବସ୍ଥାର ବିପରୀତ ଭାବରେ ଈଶ୍ବରଙ୍କ ଉପାସନା କରିବାକୁ ଲୋକମାନଙ୍କୁ ବାଧ୍ୟ କରେ। Viz kapitolaପବିତ୍ର ବାଇବଲ13 ସେମାନେ କହିଲେ, “ଏହି ଲୋକ ଯେଉଁ ଉପାୟରେ ପରମେଶ୍ୱରଙ୍କ ଉପାସନା କରିବା ପାଇଁ ଲୋକମାନଙ୍କୁ ମତାଇ ଅଛି, ତାହା ଆମ୍ଭ ବ୍ୟବସ୍ଥାର ବିରୁଦ୍ଧ ଅଟେ।” Viz kapitola |