ପ୍ରେରିତ 18:14 - ପବିତ୍ର ବାଇବଲ (CL) NT (BSI)14 ପାଉଲ ଉତ୍ତର ଦେବାକୁ ଉଦ୍ୟତ ହେବା ସମୟରେ, ଗାଲିୟୋ ଇହୁଦୀମାନଙ୍କୁ କହିଲେ, “ଯଦି ଏଥିରେ କୌଣସି ଦୋଷ ବା ଅପରାଧର ବିଷୟ ଥାଏ, ତେବେ ତୁମ ପ୍ରତି ସହିଷ୍ଣୁ ହୋଇ ତୁମ କଥା ଶୁଣିବା ମୋ’ ପକ୍ଷରେ ଯୁକ୍ତିଯୁକ୍ତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)14 କିନ୍ତୁ ପାଉଲ ମୁଖ ଫିଟାଇ କଥା କହିବାକୁ ଉଦ୍ୟତ ହୁଅନ୍ତେ, ଗାଲ୍ଲିୟୋନ୍ ଯିହୁଦୀମାନଙ୍କୁ କହିଲେ, କୌଣସି ପ୍ରକାର ଅନ୍ୟାୟ ବା ଦୁଷ୍କର୍ମ ଯଦି ହୋଇଥାଆନ୍ତା ତେବେ, ହେ ଯିହୁଦୀମାନେ, ଧୀର ହୋଇ ତୁମ୍ଭମାନଙ୍କର କଥା ଶୁଣିବା ଯୁକ୍ତି ସଙ୍ଗତ ହୋଇଥାଆନ୍ତା; Viz kapitolaଓଡିଆ ବାଇବେଲ14 କିନ୍ତୁ ପାଉଲ ମୁଖ ଫିଟାଇ କଥା କହିବାକୁ ଉଦ୍ୟତ ହୁଅନ୍ତେ, ଗାଲ୍ଲୀୟୋନ୍ ଯିହୂଦୀମାନଙ୍କୁ କହିଲେ, କୌଣସି ପ୍ରକାର ଅନ୍ୟାୟ ବା ଦୁଷ୍କର୍ମ ଯଦି ହୋଇଥାନ୍ତା, ତେବେ, ହେ ଯିହୂଦୀମାନେ, ଧିର ହୋଇ ତୁମ୍ଭମାନଙ୍କର କଥା ଶୁଣିବା ଯୁକ୍ତିସଙ୍ଗତ ହୋଇଥାନ୍ତା, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କିନ୍ତୁ ପାଉଲ ମୁଖ ଫିଟାଇ କଥା କହିବାକୁ ଉଦ୍ୟତ ହୁଅନ୍ତେ, ଗାଲ୍ଲିୟୋନ୍ ଯିହୁଦୀମାନଙ୍କୁ କହିଲେ, କୌଣସି ପ୍ରକାର ଅନ୍ୟାୟ ବା ଦୁଷ୍କର୍ମ ଯଦି ହୋଇଥାଆନ୍ତା, ତେବେ, ହେ ଯିହୁଦୀମାନେ, ଧିର ହୋଇ ତୁମ୍ଭମାନଙ୍କର କଥା ଶୁଣିବା ଯୁକ୍ତିସଙ୍ଗତ ହୋଇଥାଆନ୍ତା, Viz kapitolaପବିତ୍ର ବାଇବଲ14 ପାଉଲ କହିବା ଆରମ୍ଭ କହିବା ମାତ୍ରେ ଗାଲ୍ଲିୟୋନ୍ ଯିହୂଦୀୟମାନଙ୍କୁ କହିଲେ, “ଯଦି ଏହା କୌଣସି ଅପରାଧ ବା କୌଣସି ସାଂଘାତିକ ଦୁର୍ବ୍ୟବହାର ବିଷୟରେ ଅଭିଯୋଗ ହୋଇଥା’ନ୍ତା, ତେବେ ତୁମ୍ଭମାନଙ୍କର କଥା ଶୁଣିବା ମୋର କର୍ତ୍ତବ୍ୟ ହୋଇଥା’ନ୍ତା, Viz kapitola |