ପ୍ରେରିତ 18:20 - ପବିତ୍ର ବାଇବଲ (CL) NT (BSI)20 ଲୋକମାନେ ତାଙ୍କୁ ଆହୁରି ବେଶୀ ଦିନ ରହିବାକୁ କହିଲେ, କିନ୍ତୁ ସେ ରାଜି ହେଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ପୁଣି, ସେମାନେ ତାଙ୍କୁ ଅଧିକ ସମୟ ରହିବାକୁ ଅନୁରୋଧ କରନ୍ତେ, ସେ ସମ୍ମତ ହେଲେ ନାହିଁ, Viz kapitolaଓଡିଆ ବାଇବେଲ20 ପୁଣି, ସେମାନେ ତାହାଙ୍କୁ ଅଧିକ ସମୟ ରହିବାକୁ ଅନୁରୋଧ କରନ୍ତେ ସେ ଏକମତ ହେଲେ ନାହିଁ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ସେମାନେ ତାହାଙ୍କୁ ଅଧିକ ସମୟ ରହିବାକୁ ଅନୁରୋଧ କରନ୍ତେ ସେ ଏକମତ ହେଲେ ନାହିଁ, Viz kapitolaପବିତ୍ର ବାଇବଲ20 ସେମାନେ ତାହାଙ୍କୁ ସେଠାରେ ଆଉ କିଛି ଦିନ ରହିବାକୁ କହିଲେ, କିନ୍ତୁ ସେ ରାଜି ହେଲେ ନାହିଁ। Viz kapitola |