ପ୍ରେରିତ 18:21 - ପବିତ୍ର ବାଇବଲ (CL) NT (BSI)21 ବିଦାୟ ନେବା ସମୟରେ ସେ ସେମାନଙ୍କୁ କହିଲେ, “ଯଦି ଈଶ୍ୱରଙ୍କର ଇଚ୍ଛା ଥାଏ, ମୁଁ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବି।” ତା’ପରେ ସେ ଜାହାଜ ଯୋଗେ ଏଫିସସ୍ ଛାଡ଼ିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)21 ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଈଶ୍ଵରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ। Viz kapitolaଓଡିଆ ବାଇବେଲ21 ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଈଶ୍ୱରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଈଶ୍ବରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ। Viz kapitolaପବିତ୍ର ବାଇବଲ21 ସେ ଗଲାବେଳେ କହିଲେ, “ଯଦି ପରମେଶ୍ୱର ଗ୍ଭହାନ୍ତି, ତେବେ ମୁଁ ପୁଣି ତୁମ୍ଭମାନଙ୍କ ପାଖକୁ ଆସିବି।” ତା'ପରେ ସେ ଜଳପଥରେ ଏଫିସରୁ ବିଦାୟ ନେଲେ। Viz kapitola |