ପ୍ରେରିତ 18:22 - ପବିତ୍ର ବାଇବଲ (CL) NT (BSI)22 ସିସେରିଆରେ ପହଞ୍ଚି ସେଠାରୁ ସେ ଯିରୂଶାଲମକୁ ଗଲେ ଓ ମଣ୍ଡଳୀକୁ ଶୁଭେଚ୍ଛା ଜ୍ଞାପନ କରି ସେଠାରୁ ଆଣ୍ଟିୟୋଖକୁ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 କାଇସରୀଆରେ ପହଞ୍ଚି ସେ ଜାହାଜରୁ ଓହ୍ଲାଇଲେ, ଆଉ ଯାଇ ମଣ୍ତଳୀକୁ ନମସ୍କାର କରି ଆନ୍ତିୟଖିଆକୁ ଚାଲିଗଲେ। Viz kapitolaଓଡିଆ ବାଇବେଲ22 କାଇସରିୟାରେ ପହଞ୍ଚି ସେ ଜାହାଜରୁ ଓହ୍ଲାଇଲେ, ଆଉ ଯାଇ ମଣ୍ଡଳୀକୁ ନମସ୍କାର କରି ଆନ୍ତିୟଖିଆକୁ ଚାଲିଗଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କାଇସରିୟାରେ ପହଞ୍ଚି ସେ ଜାହାଜରୁ ଓହ୍ଲାଇଲେ, ଆଉ ଯାଇ ମଣ୍ଡଳୀକୁ ନମସ୍କାର କରି ଆନ୍ତିୟଖିଆକୁ ଚାଲିଗଲେ। Viz kapitolaପବିତ୍ର ବାଇବଲ22 ପାଉଲ କାଇସରୀଆରେ ପହଞ୍ଚି ଯିରୁଶାଲମର ମଣ୍ଡଳୀକୁ ଯାଇ ସେମାନଙ୍କ ସହିତ ସାକ୍ଷାତ କଲେ। ତା'ପରେ ସେ ଆନ୍ତିୟଖିଆ ନଗରକୁ ଗଲେ। Viz kapitola |