ପ୍ରେରିତ 18:27 - ପବିତ୍ର ବାଇବଲ (CL) NT (BSI)27 ତା’ପରେ ଆପୋଲ୍ଲୋ ଆଖାୟା ପ୍ରଦେଶକୁ ଯିବା ପାଇଁ ସ୍ଥିର କରିବାରୁ, ଏଫିସସ୍ର ବିଶ୍ୱାସୀମାନେ ତାଙ୍କୁ ସାହାଯ୍ୟ କଲେ ଏବଂ ତାଙ୍କୁ ସାଦରେ ଗ୍ରହଣ କରିବା ପାଇଁ ଅନୁରୋଧ ଜଣାଇ ଆଖାୟାର ବିଶ୍ୱାସୀମାନଙ୍କୁ ପତ୍ର ଲେଖିଲେ। ସେ ସେଠାରେ ପହଞ୍ଚି ଈଶ୍ୱରଙ୍କ ଅନୁଗ୍ରହରୁ ବିଶ୍ୱାସ ହୋଇଥିବା ବ୍ୟକ୍ତିମାନଙ୍କୁ ବହୁତ ସାହାଯ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ସେ ଆଖାୟା ଦେଶକୁ ଯିବା ପାଇଁ ଇଚ୍ଛା କରିବାରୁ ଭାଇମାନେ ତାଙ୍କୁ ଉତ୍ସାହ ଦେଇ ତାଙ୍କୁ ଗ୍ରହଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଲେଖିଲେ। ସେ ସେଠାରେ ଉପସ୍ଥିତ ହୋଇ, ଯେଉଁମାନେ ବିଶ୍ଵାସ କରିଥିଲେ, ଈଶ୍ଵରଙ୍କ ଅନୁଗ୍ରହ ଦ୍ଵାରା ସେମାନଙ୍କର ବହୁତ ଉପକାର କଲେ, Viz kapitolaଓଡିଆ ବାଇବେଲ27 ସେ ଆଖାୟା ଦେଶକୁ ଯିବା ପାଇଁ ଇଚ୍ଛା କରିବାରୁ ଭାଇମାନେ ତାହାଙ୍କୁ ଉତ୍ସାହ ଦେଇ ତାହାଙ୍କୁ ଗ୍ରହଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଲେଖିଲେ । ସେ ସେଠାରେ ଉପସ୍ଥିତ ହୋଇ, ଯେଉଁମାନେ ବିଶ୍ୱାସ କରିଥିଲେ, ଈଶ୍ୱରଙ୍କ ଅନୁଗ୍ରହ ଦ୍ୱାରା ସେମାନଙ୍କର ବହୁତ ଉପକାର କଲେ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ସେ ଆଖାୟା ଦେଶକୁ ଯିବା ପାଇଁ ଇଚ୍ଛା କରିବାରୁ ଭାଇମାନେ ତାହାଙ୍କୁ ଉତ୍ସାହ ଦେଇ ତାହାଙ୍କୁ ଗ୍ରହଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଲେଖିଲେ। ସେ ସେଠାରେ ଉପସ୍ଥିତ ହୋଇ, ଯେଉଁମାନେ ବିଶ୍ୱାସ କରିଥିଲେ, ଈଶ୍ବରଙ୍କ ଅନୁଗ୍ରହ ଦ୍ୱାରା ସେମାନଙ୍କର ବହୁତ ଉପକାର କଲେ, Viz kapitolaପବିତ୍ର ବାଇବଲ27 ସେ ଯେତେବେଳେ ଆଖାୟାକୁ ବାହାରିଲେ, ସେତେବେଳେ ଭାଇମାନେ ତାହାଙ୍କୁ ଉତ୍ସାହିତ କଲେ। ସେମାନେ ତାହାଙ୍କୁ ସ୍ୱାଗତ କରିବା ପାଇଁ ଶିଷ୍ୟମାନଙ୍କୁ ପତ୍ର ଲେଖିଲେ। ସେ ସେଠାରେ ପହଞ୍ଚି ପରମେଶ୍ୱରଙ୍କ ଅନୁଗ୍ରହରେ ବିଶ୍ୱାସ କରିଥିବା ଲୋକମାନଙ୍କର ବହୁତ ସାହାଯ୍ୟ କଲେ। Viz kapitola |