ପ୍ରେରିତ 19:13 - ପବିତ୍ର ବାଇବଲ (CL) NT (BSI)13 କେତେକ ଭ୍ରମଣକାରୀ ଇହୁଦୀ ଭୁତୁଡ଼ିଆ ମଧ୍ୟ ପ୍ରଭୁ ଯୀଶୁଙ୍କ ନାମ ଉଚ୍ଚାରଣ କରି ଭୂତ ଛଡ଼ାଇବାକୁ ଚେଷ୍ଟା କଲେ। ସେମାନେ ପ୍ରେତାତ୍ମାମାନଙ୍କୁ କହୁଥିଲେ, “ପାଉଲ ପ୍ରଚାର କରୁଥିବା ଯୀଶୁଙ୍କ ନାମରେ ମୁଁ ତୋତେ ଆଦେଶ ଦେଉଛି।” Viz kapitolaପବିତ୍ର ବାଇବଲ (Re-edited) - (BSI)13 କିନ୍ତୁ ଭ୍ରମଣକାରୀ ଯିହୁଦୀୟ ଭୂତୁଡ଼ିଆମାନଙ୍କ ମଧ୍ୟରୁ କେତେକ ଜଣ ମଧ୍ୟ ଦୁଷ୍ଟ ଆତ୍ମା ଲାଗିଥିବା ଲୋକମାନଙ୍କ ଉପରେ ପ୍ରଭୁ ଯୀଶୁଙ୍କର ନାମ ଉଚ୍ଚାରଣ କରିବାକୁ ପ୍ରବୃତ୍ତ ହୋଇ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚାର କରୁଅଛନ୍ତି, ମୁଁ ତୁମ୍ଭମାନଙ୍କୁ ତାହାଙ୍କର ରାଣ ଦେଉଅଛି। Viz kapitolaଓଡିଆ ବାଇବେଲ13 କିନ୍ତୁ ଭ୍ରମଣକାରୀ ଯିହୂଦୀୟ ଭୂତୁଡ଼ିଆମାନଙ୍କ ମଧ୍ୟରୁ କେତେକ ଜଣକୁ ଦୁଷ୍ଟ ଆତ୍ମା ଲାଗିଥିବା ଲୋକମାନଙ୍କ ଉପରେ ପ୍ରଭୁ ଯୀଶୁଙ୍କ ନାମ ଉଚ୍ଚାରଣ କରିବାକୁ ପ୍ରବୃତ୍ତ ହୋଇ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚାର କରୁଅଛନ୍ତି, ମୁଁ ତୁମ୍ଭମାନଙ୍କୁ ତାହାଙ୍କର ଆଦେଶ ଦେଉଅଛି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 କିନ୍ତୁ ଭ୍ରମଣକାରୀ ଯିହୁଦୀ ଭୂତୁଡ଼ିଆମାନଙ୍କ ମଧ୍ୟରୁ କେତେକ ଜଣକୁ ଦୁଷ୍ଟ ଆତ୍ମା ଲାଗିଥିବା ଲୋକମାନଙ୍କ ଉପରେ ପ୍ରଭୁ ଯୀଶୁଙ୍କ ନାମ ଉଚ୍ଚାରଣ କରିବାକୁ ପ୍ରବୃତ୍ତ ହୋଇ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚାର କରୁଅଛନ୍ତି, ମୁଁ ତୁମ୍ଭମାନଙ୍କୁ ତାହାଙ୍କର ଆଦେଶ ଦେଉଅଛି। Viz kapitolaପବିତ୍ର ବାଇବଲ13 ଭୂତାତ୍ମାକୁ ଦୂର କରିବା ପାଇଁ ଏଣେତେଣେ ବୁଲୁଥିବା କେତେକ ଯିହୂଦୀୟମାନେ ମଧ୍ୟ ଭୂତାତ୍ମାକୁ ଛଡ଼ାଇବା ନିମନ୍ତେ ପ୍ରଭୁ ଯୀଶୁଙ୍କ ନାମକୁ ବ୍ୟବହାର କରିବା ପାଇଁ ଚେଷ୍ଟା କଲେ। ସେମାନେ କହିଲେ, “ଯେଉଁ ଯୀଶୁଙ୍କୁ ପାଉଲ ପ୍ରଗ୍ଭର କରୁଛନ୍ତି ମୁଁ ତୁମ୍ଭକୁ ତାହାଙ୍କ ନାମରେ ଆଦେଶ ଦେଉଛି।” Viz kapitola |