ପ୍ରେରିତ 19:16 - ପବିତ୍ର ବାଇବଲ (CL) NT (BSI)16 ପ୍ରେତାତ୍ମା ଲାଗିଥିବା ବ୍ୟକ୍ତି ସେମାନଙ୍କୁ ପ୍ରଚଣ୍ଡ ଭାବରେ ଆକ୍ରମଣ କରି କାବୁ କରିଦେଲା। ସେମାନଙ୍କ ଲୁଗାପଟା ଚିରିଗଲା, ସେମାନେ କ୍ଷତବିକ୍ଷତ ହୋଇ ତା’ ଘରୁ ଦୌଡ଼ି ପଳାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ସେତେବେଳେ ଦୁଷ୍ଟ ଆତ୍ମା ଲାଗିଥିବା ଲୋକଟା ସେମାନଙ୍କ ଉପରକୁ ଡେଇଁପଡ଼ି ସେ ଦୁଇ ଜଣଙ୍କୁ ପରାସ୍ତ କରି ସେମାନଙ୍କୁ ଏପରି ଆଘାତ କଲା ଯେ, ସେମାନେ ଉଲଙ୍ଗ ଓ କ୍ଷତବିକ୍ଷତ ହୋଇ ସେହି ଘରୁ ବାହାରି ପଳାଇଗଲେ। Viz kapitolaଓଡିଆ ବାଇବେଲ16 ସେତେବେଳେ ମନ୍ଦଆତ୍ମା ଲାଗିଥିବା ଲୋକଟା ସେମାନଙ୍କ ଉପରକୁ ଡେଇଁପଡ଼ି ସେ ଦୁଇ ଜଣଙ୍କୁ ପରାସ୍ତ କରି ସେମାନଙ୍କୁ ଏପରି ଆଘାତ କଲା ଯେ, ସେମାନେ ଉଲଙ୍ଗ ଓ କ୍ଷତବିକ୍ଷତ ହୋଇ ସେହି ଘରୁ ବାହାରି ପଳାଇଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ସେତେବେଳେ ମନ୍ଦ-ଆତ୍ମା ଲାଗିଥିବା ଲୋକଟା ସେମାନଙ୍କ ଉପରକୁ ଡେଇଁପଡ଼ି ସେ ଦୁଇ ଜଣଙ୍କୁ ପରାସ୍ତ କରି ସେମାନଙ୍କୁ ଏପରି ଆଘାତ କଲା ଯେ, ସେମାନେ ଉଲଗ୍ନ ଓ କ୍ଷତବିକ୍ଷତ ହୋଇ ସେହି ଘରୁ ବାହାରି ପଳାଇଗଲେ। Viz kapitolaପବିତ୍ର ବାଇବଲ16 ଏହା କହି ସେହି ଭୂତାତ୍ମା ଥିବା ଲୋକଟି ସେମାନଙ୍କ ଉପରେ ଡେଇଁ ପଡ଼ିଲା। ସେ ସେମାନଙ୍କୁ ମାରି ପରାସ୍ତ କଲା। ତେଣୁ ସେମାନେ ସମସ୍ତେ ସେ ଘରୁ ଉଲଗ୍ନ ଓ କ୍ଷତବିକ୍ଷତ ହୋଇ ଦୌଡ଼ି ଗ୍ଭଲିଗଲେ। Viz kapitola |