ପ୍ରେରିତ 19:24 - ପବିତ୍ର ବାଇବଲ (CL) NT (BSI)24 ଦୀମିତ୍ରିୟ ନାମକ ଜଣେ ରୌପ୍ୟକାର ଆର୍ତ୍ତେମୀ ଦେବୀଙ୍କ ମନ୍ଦିରର ରୌପ୍ୟ ପ୍ରତିମୂର୍ତ୍ତି ନିର୍ମାଣ କରୁଥିଲା, ଏହି ବ୍ୟବସାୟରୁ ଶିଳ୍ପ କାରିଗରମାନେ ବହୁତ ଲାଭ ପାଉଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)24 କାରଣ ଦୀମୀତ୍ରିୟ ନାମକ ଜଣେ ସ୍ଵର୍ଣ୍ଣକାର ଆର୍ତ୍ତେମୀର ରୌପ୍ୟ ମନ୍ଦିର ନିର୍ମାଣ କରୁଥିଲା, ପୁଣି ଶିଳ୍ପକରମାନଙ୍କର ଯଥେଷ୍ଟ ଲାଭ କରାଉଥିଲା। Viz kapitolaଓଡିଆ ବାଇବେଲ24 କାରଣ ଦୀମିତ୍ରୀୟ ନାମକ ଜଣେ ସ୍ୱର୍ଣ୍ଣକାର ଆର୍ତ୍ତେମୀର ରୌପ୍ୟ ମନ୍ଦିର ନିର୍ମାଣ କରୁଥିଲା, ପୁଣି, ଶିଳ୍ପକାରମାନଙ୍କର ଯଥେଷ୍ଟ ଲାଭ କରାଯାଉଥିଲା । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 କାରଣ ଦୀମିତ୍ରୀୟ ନାମକ ଜଣେ ସ୍ୱର୍ଣ୍ଣକାର ଆର୍ତ୍ତେମୀର ରୌପ୍ୟ ମନ୍ଦିର ନିର୍ମାଣ କରୁଥିଲା, ପୁଣି, ଶିଳ୍ପକାରମାନଙ୍କର ଯଥେଷ୍ଟ ଲାଭ କରାଯାଉଥିଲା। Viz kapitolaପବିତ୍ର ବାଇବଲ24 ସେଠାରେ ଦୀମୀତ୍ରିୟ ନାମକ ଜଣେ ରୂପା ବଣିଆ ଥିଲା। ସେ ଦେବୀ ଆର୍ତ୍ତେମୀର ରୂପା ମନ୍ଦିର ନିର୍ମାଣ କରୁଥିଲା। ସେ ରୂପା କାରୀଗରମାନଙ୍କୁ ବହୁତ କାର୍ଯ୍ୟ ଯୋଗଇ ଦେଉଥିଲା। Viz kapitola |