ପ୍ରେରିତ 19:37 - ପବିତ୍ର ବାଇବଲ (CL) NT (BSI)37 ଏହି ଲୋକମାନେ ମନ୍ଦିରରୁ କିଛି ଚୋରୀ କରି ନାହାନ୍ତି, କିମ୍ବା ଆମ ଦେବୀଙ୍କ ବିରୁଦ୍ଧରେ କୌଣସି କୁତ୍ସାଜନକ କଥା କହି ନାହାନ୍ତି, ତଥାପି ତୁମେ ଏମାନଙ୍କୁ ଧରି ଆଣିଛ। Viz kapitolaପବିତ୍ର ବାଇବଲ (Re-edited) - (BSI)37 କାରଣ ଏହି ଯେଉଁ ଲୋକମାନଙ୍କୁ ତୁମ୍ଭେମାନେ ଘେନି ଆସିଅଛ, ଏମାନେ ତ ମନ୍ଦିର ଲୁଣ୍ଠନକାରୀ ନୁହନ୍ତି କିମ୍ଵା ଆମ୍ଭମାନଙ୍କ ଦେବୀଙ୍କ ନିନ୍ଦକ ନୁହନ୍ତି। Viz kapitolaଓଡିଆ ବାଇବେଲ37 କାରଣ ଏହି ଯେଉଁ ଲୋକମାନଙ୍କୁ ତୁମ୍ଭେମାନେ ଘେନି ଆସିଅଛ, ଏମାନେ ତ ମନ୍ଦିର ଲୁଣ୍ଠନକାରୀ ନୁହଁନ୍ତି, କିମ୍ବା ଆମ୍ଭମାନଙ୍କ ଦେବୀଙ୍କ ନିନ୍ଦକ ନୁହଁନ୍ତି । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 କାରଣ ଏହି ଯେଉଁ ଲୋକମାନଙ୍କୁ ତୁମ୍ଭେମାନେ ଘେନି ଆସିଅଛ, ଏମାନେ ତ ମନ୍ଦିର ଲୁଣ୍ଠନକାରୀ ନୁହଁନ୍ତି, କିମ୍ବା ଆମ୍ଭମାନଙ୍କ ଦେବୀଙ୍କ ନିନ୍ଦକ ନୁହଁନ୍ତି। Viz kapitolaପବିତ୍ର ବାଇବଲ37 “ତୁମ୍ଭେମାନେ ଯେଉଁ ଲୋକମାନଙ୍କୁ ଏଠାକୁ ଆଣିଛ, ସେମାନେ କୌଣସି ମନ୍ଦିର ଲୁଟ କରି ନାହାନ୍ତି ବା ଆମ୍ଭ ଦେବୀଙ୍କର ଅପମାନ କରି ନାହାନ୍ତି। Viz kapitola |