ପ୍ରେରିତ 19:9 - ପବିତ୍ର ବାଇବଲ (CL) NT (BSI)9 କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ କଠିନମନା ଥିଲେ, ସେମାନେ ବିଶ୍ୱାସ କଲେ ନାହିଁ। ସେମାନେ ଦଳର ସମସ୍ତଙ୍କ ସାମ୍ନାରେ ପ୍ରଭୁଙ୍କର ମାର୍ଗ ବିଷୟରେ ଅପବାଦସୂଚକ କଥା କହିଲେ। ତେଣୁ ପାଉଲ ସେମାନଙ୍କୁ ଛାଡ଼ି ବିଶ୍ୱାସମାନଙ୍କୁ ନେଇ ପ୍ରତିଦିନ ଟିରାନସ୍ ଭବନରେ ଆଲୋଚନା ଚଳାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 କିନ୍ତୁ ଯେତେବେଳେ କେତେକ ଲୋକ କଠିଣ ଓ ଅବାଧ୍ୟ ହୋଇ ଲୋକସମୂହ ସାକ୍ଷାତରେ ସେହି ମାର୍ଗ ବିଷୟରେ ନିନ୍ଦା କରିବାକୁ ଲାଗିଲେ, ସେତେବେଳେ ସେ ସେମାନଙ୍କୁ ପରିତ୍ୟାଗ କରି ଶିଷ୍ୟମାନଙ୍କୁ ପୃଥକ କଲେ, ଆଉ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟରେ ଉପଦେଶ ଦେବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ9 କିନ୍ତୁ ସେତେବେଳେ କେତେକ ଲୋକ କଠିନ ଓ ଅବାଧ୍ୟ ହୋଇ ଲୋକସମୂହ ସାକ୍ଷାତରେ ଏହି ମାର୍ଗ ବିଷୟରେ ନିନ୍ଦା କରିବାକୁ ଲାଗିଲେ, ସେତେବେଳେ ସେ ସେମାନଙ୍କୁ ପରିତ୍ୟାଗ କରି ଶିଷ୍ୟମାନଙ୍କୁ ପୃଥକ୍ କଲେ, ଆଉ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟରେ ଉପଦେଶ ଦେବାକୁ ଲାଗିଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କିନ୍ତୁ ସେତେବେଳେ କେତେକ ଲୋକ କଠିନ ଓ ଅବାଧ୍ୟ ହୋଇ ଲୋକସମୂହ ସାକ୍ଷାତରେ ଏହି ମାର୍ଗ ବିଷୟରେ ନିନ୍ଦା କରିବାକୁ ଲାଗିଲେ, ସେତେବେଳେ ସେ ସେମାନଙ୍କୁ ପରିତ୍ୟାଗ କରି ଶିଷ୍ୟମାନଙ୍କୁ ପୃଥକ୍ କଲେ, ଆଉ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟରେ ଉପଦେଶ ଦେବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ9 ମାତ୍ର ସେମାନଙ୍କ ଭିତରୁ କେତେକ ଜିଦ୍ଖୋର ହୋଇ ବିଶ୍ୱାସ କଲେ ନାହିଁ। ସେମାନେ ଲୋକମାନଙ୍କ ଆଗରେ ଖ୍ରୀଷ୍ଟଙ୍କ ପଥ ବିଷୟରେ ବହୁତ ଖରାପ କଥା କହିବାକୁ ଲାଗିଲେ। ତେଣୁ ପାଉଲ ସେମାନଙ୍କୁ ଛାଡ଼ି କେବଳ ଯୀଶୁଙ୍କର ଶିଷ୍ୟମାନଙ୍କୁ ସାଙ୍ଗରେ ରଖିଲେ। ସେ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟକୁ ଯାଇ ଆଲୋଚନା କରୁଥିଲେ। Viz kapitola |