ପ୍ରେରିତ 2:23 - ପବିତ୍ର ବାଇବଲ (CL) NT (BSI)23 ଈଶ୍ୱର ତାଙ୍କର ଯୋଜନା ଅନୁଯାୟୀ ଯୀଶୁଙ୍କୁ ତୁମ ହସ୍ତରେ ସମର୍ପଣ କରିବାକୁ ସ୍ଥିର କରିଥିଲେ। ପୁଣି ତୁମେ ତାଙ୍କୁ ଦୁଷ୍ଟମାନଙ୍କ ଦ୍ୱାରା କ୍ରୁଶବିଦ୍ଧ କରି ହତ୍ୟା କରିଥିଲ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ସେହି ବ୍ୟକ୍ତି ଈଶ୍ଵରଙ୍କ ନିରୂପିତ ସଂକଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ଵାରା କ୍ରୁଶାରୋପଣ କରି ବଧ କରିଥିଲେ; Viz kapitolaଓଡିଆ ବାଇବେଲ23 ସେହି ବ୍ୟକ୍ତି ଈଶ୍ୱରଙ୍କ ନିରୂୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାରୋପଣ କରି ବଧ କରିଥିଲେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେହି ବ୍ୟକ୍ତି ଈଶ୍ବରଙ୍କ ନିରୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାର୍ପଣ କରି ବଧ କରିଥିଲେ; Viz kapitolaପବିତ୍ର ବାଇବଲ23 ତୁମ୍ଭେମାନେ ସମସ୍ତେ ଏସବୁ ଦେଖିଛ ଓ ଏସବୁ ଯେ ନିରାଟ ସତ୍ୟ ତାହା ଜାଣିଛ। ଏହି ଯୀଶୁଙ୍କୁ ଈଶ୍ୱର ନିଶ୍ଚିତ ଯୋଜନା ଓ ପୂର୍ବ ଜ୍ଞାନ ଅନୁସାରେ ତୁମ୍ଭମାନଙ୍କୁ ସମର୍ପି ଦିଆ ଯାଇଥିଲା। କିନ୍ତୁ ତୁମ୍ଭେମାନେ ଦୁଷ୍ଟମାନଙ୍କ ସାହାଯ୍ୟରେ ତାହାଙ୍କୁ କ୍ରୁଶରେ ଚଢ଼ାଇ କଣ୍ଟା ବାଡ଼େଇ ହତ୍ୟା କରିଦେଲ। Viz kapitola |