ପ୍ରେରିତ 2:27 - ପବିତ୍ର ବାଇବଲ (CL) NT (BSI)27 କାରଣ ତୁମେ ମୋତେ ମୃତମାନଙ୍କ ଜଗତରେ ପରିତ୍ୟାଗ କରିବ ନାହିଁ; ତୁମେ ତୁମର ବିଶ୍ୱସ୍ତ ସେବକଙ୍କୁ କବର ମଧ୍ୟରେ କ୍ଷୟ ପାଇବାକୁ ଛାଡ଼ି ଦେବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)27 କାରଣ ତୁମ୍ଭେ ମୋହର ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ, କିଅବା ଆପଣା ଭକ୍ତକୁ କ୍ଷୟ ପାଇବାକୁ ଦେବ ନାହିଁ। Viz kapitolaଓଡିଆ ବାଇବେଲ27 କାରଣ ତୁମ୍ଭେ ମୋହର ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ, କିଅବା ଆପଣା ପବିତ୍ର ଜଣକୁ କ୍ଷୟ ପାଇବାକୁ ଦେବ ନାହିଁ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 କାରଣ ତୁମ୍ଭେ ମୋହର ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ, କିଅବା ଆପଣା ପବିତ୍ର ଜଣକୁ କ୍ଷୟ ପାଇବାକୁ ଦେବ ନାହିଁ। Viz kapitolaପବିତ୍ର ବାଇବଲ27 ମୋ’ ଶରୀର ମଧ୍ୟ ଭରସାରେ ବଞ୍ଚି ରହିବ, ଯେହେତୁ ତୁମ୍ଭେ ମୋର ଆତ୍ମାକୁ ମୃତ୍ୟୁ ସ୍ଥାନରେ ଛାଡ଼ିଦେବ ନାହିଁ। ତୁମ୍ଭେ ନିଜର ପବିତ୍ର ବ୍ୟକ୍ତିକୁ କବରରେ କ୍ଷୟ ହେବାକୁ ଦେବ ନାହିଁ। Viz kapitola |