ପ୍ରେରିତ 2:47 - ପବିତ୍ର ବାଇବଲ (CL) NT (BSI)47 ଈଶ୍ୱରଙ୍କ ପ୍ରଶଂସା କରି ଜଣେ ଅନ୍ୟ ଜଣର ଗୃହରେ ପାନ ଭୋଜନ କରୁଥିଲେ। ସେମାନେ ସମସ୍ତଙ୍କର ବିଶ୍ୱାସଭାଜନ ହେଲେ ଏବଂ ଦିନକୁ ଦିନ ପରିତ୍ରାଣପ୍ରାପ୍ତ ଲୋକମାନଙ୍କୁ ପ୍ରଭୁ ସେମାନଙ୍କ ଦଳରେ ଯୋଗ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)47 ଏବଂ ସମସ୍ତ ଲୋକଙ୍କର ପ୍ରିୟପାତ୍ର ହେଉଥିଲେ। ପୁଣି, ପ୍ରଭୁ ପରିତ୍ରାଣ ପ୍ରାପ୍ତ ହେଉଥିବା ଲୋକଙ୍କୁ ପ୍ରତିଦିନ ମଣ୍ତଳୀ ସହିତ ସଂଯୁକ୍ତ କରିବାକୁ ଲାଗିଲେ। Viz kapitolaଓଡିଆ ବାଇବେଲ47 ଏବଂ ସମସ୍ତ ଲୋକଙ୍କର ପ୍ରିୟପାତ୍ର ହେଉଥିଲେ ପୁଣି, ପ୍ରଭୁ, ପରିତ୍ରାଣ ପ୍ରାପ୍ତ ହେଉଥିବା ଲୋକଙ୍କୁ ପ୍ରତିଦିନ ମଣ୍ଡଳୀ ସହିତ ସଂଯୁକ୍ତ କରିବାକୁ ଲାଗିଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 ଏବଂ ସମସ୍ତ ଲୋକଙ୍କର ପ୍ରିୟପାତ୍ର ହେଉଥିଲେ ପୁଣି, ପ୍ରଭୁ, ପରିତ୍ରାଣ ପ୍ରାପ୍ତ ହେଉଥିବା ଲୋକଙ୍କୁ ପ୍ରତିଦିନ ମଣ୍ଡଳୀ ସହିତ ସଂଯୁକ୍ତ କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ47 ବିଶ୍ୱାସୀମାନେ ଈଶ୍ୱରଙ୍କର ପ୍ରଶଂସା କଲେ। ସବୁ ଲୋକମାନେ ସେମାନଙ୍କୁ ଭଲ ପାଉଥିଲେ। ପ୍ରତିଦିନ ଅଧିକରୁ ଅଧିକ ଲୋକ ପରିତ୍ରାଣ ପାଉଥିଲେ। ପରିତ୍ରାଣ ପାଉଥିବା ଲୋକମାନଙ୍କୁ ପ୍ରଭୁ ବିଶ୍ୱାସୀମାନଙ୍କ ଦଳରେ ସଂଯୁକ୍ତ କରୁଥିଲେ। Viz kapitola |