ପ୍ରେରିତ 2:5 - ପବିତ୍ର ବାଇବଲ (CL) NT (BSI)5 ପୃଥିବୀର ବିଭିନ୍ନ ଦେଶରୁ ଆସିଥିବା ଇହୁଦୀ ଭକ୍ତମାନେ ସେତେବେଳେ ଯିରୂଶାଲମରେ ଉପସ୍ଥିତ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଏହି ସମୟରେ ଆକାଶର ନିମ୍ନସ୍ଥିତ ପ୍ରତ୍ୟେକ ଜାତିରୁ ଆଗତ ହୋଇ ଯିରୂଶାଲମରେ ବାସ କରୁଥିବା ଭକ୍ତ ଯିହୁଦୀମାନେ ସେ ପାଖରେ ଥିଲେ; Viz kapitolaଓଡିଆ ବାଇବେଲ5 ଏହି ସମୟରେ ପେଣ୍ଟିକଷ୍ଟ ପର୍ବ ପାଳନ ଉଦ୍ଦେଶ୍ୟରେ ଆକାଶ ତଳେ ଥିବା ପ୍ରତ୍ୟେକ ଜାତିରୁ ଭକ୍ତ ଯିହୂଦୀମାନେ ଆସି ଯିରୂୂଶାଲମରେ ବାସ କରୁଥିଲେ । Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏହି ସମୟରେ ପେଣ୍ଟିକଷ୍ଟ ପର୍ବ ପାଳନ ଉଦ୍ଦେଶ୍ୟରେ ଆକାଶ ତଳେ ଥିବା ପ୍ରତ୍ୟେକ ଜାତିରୁ ଭକ୍ତ ଯିହୁଦୀମାନେ ଆସି ଯିରୂଶାଲମ ସହରରେ ବାସ କରୁଥିଲେ। Viz kapitolaପବିତ୍ର ବାଇବଲ5 ସେ ସମୟରେ ପୃଥିବୀର ସବୁ ଦେଶରୁ ଯିହୂଦୀ ଭକ୍ତମାନେ ଆସି ଯିରୁଶାଲମରେ ରହୁଥିଲେ। Viz kapitola |